Advertisement
Posted inଜାତୀୟ

‘ନିଖୋଜ ଏମ୍‌ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି

ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍‌ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି ଜୋର ଧରିଥିବା ଦେଖାଯାଇଛି। ଆମେଠିର ଜନତାଙ୍କ ପକ୍ଷରୁ ହିନ୍ଦୀରେ ‘ଲାପତା ସାଂସଦ ସେ ସଓ୍ବାଲ’ ଲେଖାଥିବା ଏକ ପୋଷ୍ଟର ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ଆମେଠିର ଏମ୍‌ପି ସ୍ମୃତି ଇରାନୀଙ୍କୁ କିଛି ପ୍ରଶ୍ନ କରାଯାଇଥିବା ଦେଖାଯାଇଛି। ଏହାକୁ ପରେ ମହିଳା କଂଗ୍ରେସ ପକ୍ଷରୁ ରିଟୁଇଟ୍‌ କରାଯାଇଛି। ଏଥିରେ ଲେଖାଯାଇଛି ଆମେଠି ଏବେ ଖୋଜୁଛି ତା’ର ନିଖୋଜ ଏପ୍‌ପିଙ୍କୁ। ଆଉ ଏହାର କଡା ଜବାବ ଦେଇଛନ୍ତି ସ୍ମୃତି। ସେ ଲେଖିଛନ୍ତି ଆପଣମାନେ ମୋତେ ଏତେ ଭଲପାଆନ୍ତି ସତରେ ସେକଥା ମୁଁ ଆଦୌ ଜାଣି ନ ଥିଲି। ଅବଶ୍ୟ ମୋ ପାଖରେ ସମସ୍ତ ହିସାବ ରହିଛି ବୋଲି ସ୍ମୃତି କହିଛନ୍ତି। ହେଲେ ସୋନିଆ ଗାନ୍ଧୀ କେତେଥର ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି ବୋଲି ସ୍ମୃତି ଓଲଟା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ବିରୋଧରେ କୃଷକଙ୍କ ଯୁଦ୍ଧଂଦେହି

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୭।୧୧ (ପି.ଟି./ଆଇଏଏନ୍‌ଏସ୍‌):କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଯୁଦ୍ଧଂଦେହି ଡାକରା ଦେଇଛନ୍ତି ପଞ୍ଜବୀ କୃଷକ। ପଞ୍ଜାବର ହଜାର ହଜାର ଚାଷୀ ଗୁରୁବାର ‘ଦିଲ୍ଲୀ...

ମୋହନ ଭାଗଓ୍ବତ-ଇଲିଆସି ସାକ୍ଷାତ: ଆରଏସଏସ ମୁସଲମାନଙ୍କ ନିକଟତର ହେଉଥିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୨୨।୯ : ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ ଗୁରୁବାର ଦିଲ୍ଲୀରେ ଅଲ ଇଣ୍ଡିଆ ଇମାମ ସଂଗଠନର ମୁଖ୍ୟ ଇମାମ ଡ. ଇମାମ ଉମର ଅହମ୍ମଦ...

ଏସବୁ ନବରାତ୍ରୀରେ କରାଯାଏ ନାହିଁ କାହିଁକି…

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। ଏହାକୁ ଖାଇବା...

ଏସ୍‌ଆଇଏକୁ ବଡ଼ ସଫଳତା, ଜୈଶ୍‌ର ୧୦ ଓଭର ଗ୍ରାଉଣ୍ଡ ଓ୍ପାର୍କର ଗିରଫ…

ଶ୍ରୀନଗର, ୧୬।୨ : ଜମ୍ମୁ-କଶ୍ମୀରରେ ରାଜ୍ୟ ଅନୁସନ୍ଧାନ ଏଜେନ୍ସି (ଏସ୍‌ଆଇଏ)କୁ ବଡ଼ ଧରଣର ସଫଳତା ମିଳିଛି। ଦକ୍ଷିଣ ଏବଂ କେନ୍ଦ୍ରୀୟ କଶ୍ମୀର ଅଞ୍ଚଳରେ ଚଢ଼ାଉ ବେଳେ...

ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୩୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଝେଲମ୍‌ରେ ବ୍ରିଜ୍‌ ଲାଗି ସହଯୋଗ କଲେ ମୁସଲ୍‌ମାନ: ଭଙ୍ଗାଯିବ ୪୦ ବର୍ଷର ମସ୍‌ଜିଦ

ଶ୍ରୀନଗର୍‌, ୨୩ା୧୨(ପି.ଟି.): ଜମ୍ମୁ-କଶ୍ମୀରର ଝେଲମ୍‌ ନଦୀ ଉପରେ ବ୍ରିଜ୍‌ ନିର୍ମାଣ ଶେଷକରିବା ଲାଗି ମୁସଲ୍‌ମାନ ସମ୍ପ୍ରଦାୟ ସହଯୋଗର ହାତ ବଢ଼ାଇଛି। ଦୀର୍ଘ ୪୦ ବର୍ଷର ମସ୍‌ଜିଦ...

ବାବୁଙ୍କୁ ପାଳିରେ ବଦଳି କର

ନୂଆଦିଲ୍ଲୀ,୨୭ା୧୦: ଅନେକ ଅଫିସରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିବା ଅଧିକାରୀମାନଙ୍କୁ ନିୟମିତ ଚିହ୍ନଟ ଓ ବଦଳି କରାଯାଉ ନ ଥିବାରୁ ଦୁର୍ନୀତି ବଢ଼ୁଥିବା ନେଇ କେନ୍ଦ୍ରୀୟ ଭିଜିଲାନ୍ସ...

ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪...

Advertisement
Archives

Model This Week