ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

ବାଲିଆପାଳ, ୧୯।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଡଗରା ବେଳାଭୂମିରେ ସମୁଦ୍ରକୁ ଗାଧୋଇବାକୁ ଯାଇ ଭାସିଯାଇଥିବା ୫ଜଣ କଲେଜ ଛାତ୍ରଙ୍କ ମଧ୍ୟରୁ ସୋମବାର ୪ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ପରେ ନିଖୋଜ ଥିବା ଲକ୍ଷ୍ମୀନାରାୟଣ କଲେଜର ଛାତ୍ର ତଥା ସାନଅସ୍ତି ଗ୍ରାମର ଅନୁଭବ ମହାନ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟରେ ଅବହେଳା ଯୋଗୁ ମୃତଦେହକୁ ରାସ୍ତା ଉପରେ ରଖି ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଉତ୍ତ୍ୟକ୍ତ ଲୋକେ ସେଠାରେ ଏକ ପାୱାର ବୋଟ୍‌ର ବ୍ୟବସ୍ଥା ସହ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି କରିଥିଲେ। ପ୍ରଶାସନ ତରଫରୁ ଉପସ୍ଥିତ ଅତିରିକ୍ତ ତହସିଲଦାର ସସ୍ମିତା ମୁର୍ମୁ ଏବଂ ବାଲିଆପାଳ ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ...

ଦନ୍ତାହାତୀ ଉତ୍ପାତ: ୪ ଜଣଙ୍କ ଘର ଭାଙ୍ଗିଲା

ପାଟଣା,୯।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ସୋମବାର ବିଳମ୍ବିତ ରାତ୍ରିରେ ଘଟଗାଁ ରେଞ୍ଜରୁ ଗୋଠଛଡା ଦନ୍ତା ହାତୀ ପ୍ରବେଶକରି ଉତ୍ପାତ ଆରମ୍ଭ କରିଛି। ହାତୀ...

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ୬ଷ୍ଠ ସନ୍ଧ୍ୟା: ‘ଗ୍ରନ୍ଥ ବି ସମାଜରେ ବିପ୍ଳବ ଆଣିପାରେ’

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ସାହିତ୍ୟ ଉପରେ ଆଧାରିତ ଲିଖିତ ଗ୍ରନ୍ଥ ହୋମରୁଲ୍‌ ଓ ସର୍ବୋଦୟ ବେସ୍‌ ହୃଦୟସ୍ପର୍ଷୀ। ଆଦର୍ଶ ଓ ସମନ୍ବୟର...

ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ...

ହିନ୍ଦୋଳରେ କୋରାପୁଟ ଏମ୍‌ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’

ହିନ୍ଦୋଳ, ୭।୧୧(ଡି.ଏନ.ଏ.)-କେନ୍ଦ୍ରରେ ଭାଜପା ସରକାର ଆସିବା ପରଠାରୁ ଦେଶର ଆର୍ଥିକ ଭିତ୍ତଭୂମି ଭୁଶୁଡ଼ି ଯାଇଛି। ଦେଖାଦେଇଥିବା ଏପରି ମାନ୍ଦାବସ୍ଥା କଂଗ୍ରେସ ସମୟରେ ନ ଥିଲା। ଦେଶରେ...

ନିମ୍ନମାନର ରାସ୍ତା କାମକୁ ପୁଣି ବିରୋଧକଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୨ (ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ନିମ୍ନମାନର ରାସ୍ତା ନିର୍ମାଣକୁ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ ବିରୋଧ କରିଛନ୍ତି। ଦଶମନ୍ତପୁର ପଞ୍ଚାୟତ ବାଣୁଆଗୁଡା ପିଡବ୍ଲ୍ୟୁଡି ରାସ୍ତାରୁ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା...

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌...

Advertisement
Archives

Model This Week