ନିଖୋଜ ନାବାଳିକା ୭ ଦିନ ପରେ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା ଏସ୍‌ଆଇ ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ରବିବାର ନାବାଳିକା କୌଣସି କାରଣରୁ ଘରଛାଡ଼ି ପଳାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ସେ କହିଥିଲେ। ଶନିବାର ସକାଳୁ ପରିବାର ଲୋକ ବ୍ରାହ୍ମଣୀଗଁା
ଥାନାରେ ଅଭିଯୋଗ କରିଥିଲେ। ନଂ.୪୯/୧୯ରେ ମାମଲା ରୁଜୁ କରି
ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପାରମ୍ପରିକ ଦଶହରା ପର୍ବ ପାଳନ, ମହୁଲି ମଦ ସହ ପହଞ୍ଚିଲା ଛେଳି

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶାରଦୀୟ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ଏବଂ ସିମନବାଡ଼ିଠାରେ ସ୍ବତନ୍ତ୍ର ପୁଜାମଣ୍ଡପ କରାଯାଇ ମା’ଦୁର୍ଗାଙ୍କ...

ସିସିଟିଭି ନଜରରେ ରହିବ ଫୁଲବାଣୀ ସହର

ଫୁଲବାଣୀ ଅଫିସ, ୮ା୨ -ଏଥର ସାବାଡ ହେବେ ଦ୍ରୁତଗତିରେ ଗାଡି ଚଳାଉଥିବା ଚାଳକ। ବ୍ୟାଙ୍କ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ଚୋରି ଏବଂ ଛିନ୍‌ତାଇ...

ଯବାନ-ମାଓବାଦୀ ଗୁଳି ବିିନିମୟ

ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି...

ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ

ଦାରିଙ୍ଗବାଡି,୨୯ା୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦)...

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ...

ନାବାଳିକାଙ୍କୁ ଗଣବଳାତ୍କାର: ୩ କୋର୍ଟଚାଲାଣ, ସୁଧାର ଗୃହ ଗଲେ ନାବାଳକ

ଫୁଲବାଣୀ ଅଫିସ, ୨୫ା୧୨- ଖଜୁରିପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ଏହି ଘଟଣାରେ ଅଟକ ଥିବା ୩ ଯୁବକଙ୍କୁ ପୋଲିସ ଗିରଫ...

ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍‌ ରଖିଛି କଡ଼ା ନଜର

ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ...

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ...

Advertisement
Archives

Model This Week