ବ୍ରହ୍ମପୁର ଅଫିସ, ୧୫।୮-ରେଳବାଇ ଥାନ ରାମନଗର ରେଳଧରଣା କଡ଼ରୁ ଗୁରୁବାର ସକାଳେ ପୋଲିସ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବାସନ୍ତି ପାଣିଗ୍ରାହୀ (୬୨)। ଏ ନେଇ ରେଳବାଇ ପୋଲିସ ନଂ. ୩୧/୧୯ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ବୈଦ୍ୟନାଥପୁର ଥାନା କମାପଲ୍ଲୀ ସ୍ଥିତ ରାଜାରାଣୀ ଆପାର୍ଟମେଣ୍ଟରେ ବାସନ୍ତି ପୁଅ ଓ ବୋହୂଙ୍କ ସହିତ ରହୁଥିଲେ। ବୁଧବାର ରାତିରୁ ବୃଦ୍ଧା ଜଣଙ୍କ ନିଖୋଜ ହୋଇଯାଇଥିବା ନେଇ ପୁଅ କାଲୁ ଚରଣ ବୈଦ୍ୟନାଥପୁର ଥାନାରେ ଅଭଯୋଗ କରିଥିଲେ। ତେବେ ଗୁରୁବାର ସକାଳୁ ରେଳଧରଣା କଡ଼ରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ସେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ନେଇ ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ୧ ବର୍ଷ ପୂର୍ବରୁ ସ୍ବାମୀଙ୍କ ମୃତ୍ୟୁ ପରେ ବାସନ୍ତି ମାନସିକ ଦୁଶ୍ଚିନ୍ତାରେ ରହୁଥିଲେ। ତେଣୁ ସେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଅନୁମାନ କରୁଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍
ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…
ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍
ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…
ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ
ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…
ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ
ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
Archives

