ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ

ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର ଜରଡ଼ା ଥାନାରେ ଏତଲା ଦେଇଥିଲେ। ହେଲେ ଶନିବାର ମହାରାଷ୍ଟ୍ର ପୁଣେର ଏକ ବନ୍ଦ କୋଠରୀରୁ ପ୍ରିୟଙ୍କାଙ୍କ ମୃତଦେହ ପୁଣେ ପୋଲିସ ଉଦ୍ଧାର କରିଛି। ପୁଣେ ପୋଲିସ ଠାରୁ ଖବର ପାଇ ଜରଡ଼ା ପୋଲିସ କେ.ନୂଆଗଁା ଥାନାକୁ ଜଣାଇଥିଲା। ଖବର ପାଇ ଯୁବତୀଙ୍କ ବାପା ପୁଣେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ ଲାଇନ୍‌ ପାଇଁ ସମ୍ପ୍ରସାରଣ କାର୍ଯ୍ୟରେ ବାଧା

ଗଞ୍ଜାମ,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ସହରର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଭୟ ପାର୍ଶ୍ୱ ରାସ୍ତା ବିଞ୍ଚଣାପଲ୍ଲୀଠାରୁ ଦାମୋଦରପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହାର ନିର୍ମାଣ କାର୍ଯ୍ୟ ପୂର୍ତ୍ତବିଭାଗ...

ବଜ୍ରପାତରେ ୫ ଗୋରୁ ମୃତ

ଦିଗପହଣ୍ଡି/ପାଟପୁର,୨୨୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ ପୋଡାମାରି ପଞ୍ଚାୟତର ମାର୍ଥାପୁର ଗ୍ରାମ ନିକଟରେ ଗୁରୁବାର ବଜ୍ରପାତ ହେବାରୁ ପୋଡ଼ାମାରି ଗ୍ରାମର ରିଙ୍ଗା ଗୌଡ଼ଙ୍କ ୫...

ଗୁଣିଗାରେଡ଼ିକୁ କେନ୍ଦ୍ରକରି ଉତ୍ତେଜନା

ଆସିକା,୨୩।୮ (ସୁରେନ୍ଦ୍ର ନାଥ ସାହୁ): କୋଟିନଡ଼ା ଥାନା ଅନ୍ତର୍ଗତ ଆସିକା-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାର କୋଟିନଡ଼ା ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ର କରି ମଙ୍ଗଳବାର ଶତାଧିକ ପୁରୁଷ ଓ ମହିଳା...

ବାହୁଦା ମୁହାଣରେ ହେଉ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର

ବ୍ରହ୍ମପୁର ଅଫିସ,୨୩।୧୧: ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ପାତି ସୁନାପୁର ଉପକୂଳ ବାହୁଦା ମୁହାଣରେ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର ନିର୍ମାଣ ପାଇଁ...

ଘଟକେଶ୍ୱର ସେଚ ପ୍ରକଳ୍ପର ବଢ଼ୁଛି ବ୍ୟୟ

ବ୍ରହ୍ମପୁର ଅଫିସ,୫।୫: ଗଞ୍ଜାମ ଜିଲାର ଘଟକେଶ୍ୱର ବହୁମୁଖୀ ଜଳସେଚନ ପ୍ରକଳ୍ପ ନିର୍ମାଣ ବିଳମ୍ବରୁ ବଢ଼ୁଛି ବ୍ୟୟ ଅଟକଳ। ଏହି ଯୋଜନା ବ୍ରହ୍ମପୁର ସବ୍‌ଡିଭିଜନ ଅନ୍ତର୍ଗତ ଆଦିବାସୀ ବହୁଳ...

ପୋଲିସ ପକ୍ଷରୁ ମାସ୍କ ବଣ୍ଟନ

ପୁରୁଷୋତ୍ତମପୁର,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି।...

ଦିଗପହଣ୍ଡିରେ ଝଡ଼ବର୍ଷା

ଦିଗପହଣ୍ଡି,୧୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ବିଜୁଳି ଘଡ଼ ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଦିନସାରା ପାଗ...

୯୩୬ଜଣ ଭୋଟଗଣତି କର୍ମଚାରୀଙ୍କୁ ତାଲିମ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ଗଣତି ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ଗଞ୍ଜାମ ଜିଲାର ୧୩ଟି ବିଧାନସଭା ଆସନ ଏବଂ ୨ଟି ଲୋକ ସଭା ଆସନର...

Advertisement
Archives

Model This Week