ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲା ବାଲୁଗାଁ ଚିଲିକା କୂଳ ଜେଟି ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବାଣପୁର ଥାନା ବିଷ୍ଣୁଡିହ ଗାଁର ନକୁଳ ସାହୁଙ୍କ ପୁଅ ସୁକେଶ। ସୁକେଶ ଦୁଇଦିନ ହେବ ନିଖୋଜ ଥିଲେ। ଏନେଇ ତାଙ୍କ ପରିବାର ପକ୍ଷରୁ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ବୁଧବାର ଚିଲିକା କୂଳ ନିକଟରେ ତାଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ...

୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ

କଟକ ଅଫିସ,୪।୬: କଟକରୁ ଜଣେ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି। ଏହି...

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର...

ଆସୁଛି ବାତ୍ୟା: କୂଳମୁହାଁ ଟ୍ରଲର, ସତର୍କ କଲା ପ୍ରଶାସନ

ଭୋଗରାଇ, ୨୬।୯ (ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବା ପରେ ଗାଙ୍ଗେୟ ସମତଳ ଅଞ୍ଚଳରେ ଶନିବାର ମଧ୍ୟାହ୍ନରୁ ପାଗର ଅବନତି...

ଶିବାନୀ ପାଇବେ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ବଡ଼ମେଡିକାଲ ନର୍ସିଂ ଅଫିସର ଶିବାନୀ ଦାଶ ଭାରତୀୟ ନର୍ସିଂ ପରିଷଦ ପକ୍ଷରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପାଇଁ ମନୋନୀତ ହୋଇଛନ୍ତି। ସେବା...

ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟିଲା

ବାଲିକୁଦା,୨୩ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କୁଶୁପୁର ପଞ୍ଚାୟତର ସମୁଦ୍ରକୂଳ ଆକାଶିଆ ଜଙ୍ଗଲରୁ ବଣଭୋଜି ସାରି ଫେରୁଥିବାବେଳେ ରବିବାର ସନ୍ଧ୍ୟାରେ ଦେକଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା...

ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଟାଟାଖଣି ଶ୍ରମିକଙ୍କ ଧାରଣା

ଯୋଡ଼ା,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡିସ୍ଥିତ ଟାଟା କମ୍ପାନୀର ମାଙ୍ଗାନିଜ ଖଣିର ଶତାଧିକ ଶ୍ରମିକ ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ...

ବିଦ୍ୟୁତ୍‌ ଚାର୍ଜ କରି ଶିକାର କଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୨୨।୧୦: ଢେଙ୍କାନାଳ ବନ ବିଭାଗ ଏବଂ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ଏକ ସମନ୍ବୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟୁତ୍‌ ଚାର୍ଜ କରି...

Advertisement
Archives

Model This Week