Posted inଜାତୀୟ

ନିଜକୁ ନାବାଳକ ଦାବି କଲେ ପଓ୍ବନ କୁମାର

ନୂଆଦିଲ୍ଲୀ,୧୯।୧୨(ପି.ଟି): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଅନ୍ୟତମ ଅପରାଧୀ ପଓ୍ବନ କୁମାର ଗୁପ୍ତା ୨୦୧୨ରେ ନାବାଳକ ଥିଲେ ବୋଲି ଦାବି କରି ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ସୁରେଶ କୁମାର କାୟତ ଗୁରୁବାର ଆବେଦନର ଶୁଣାଣି କରିବେ। ଅପରାଧ ସମୟରେ ସେ ନାବାଳକ ଥିଲେ। ତଦନ୍ତକାରୀ ଅଧିକାରୀ ତାଙ୍କ ହାଡ଼ର ପରୀକ୍ଷା କରି ନ ଥିଲେ ବୋଲି ପଓ୍ବନ ଅଭିଯୋଗ କରିବା ସହ ଜୁଭେନାଇଲ ଜଷ୍ଟିସ୍‌ ଆଇନ (ଜେଜେଏ)ରେ ତାଙ୍କୁ ସୁବିଧା ମିଳିବାକୁ ଦାବି କରିଛନ୍ତି। ଜେଜେ ଆଇନର ଧାରା ୭ଏ ଅନୁଯାୟୀ ମାମଲା ବିଚାରର ଯେକୌଣସି ସମୟରେ ଅଭିଯୁକ୍ତଙ୍କ ନାବାଳକ ଦାବି କୋର୍ଟରେ ଉପସ୍ଥାପନ କରାଯାଇପାରିବ। ନାବାଳକ ଭାବେ ତାଙ୍କର ଦାବିକୁ ସୁନିଶ୍ଚିତ କରାଇବା ଲାଗି ସମ୍ପୃକ୍ତ ଅଧିକାରୀଙ୍କ ଦ୍ୱାରା ହାଡ଼ ପରୀକ୍ଷା କରାଇବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ପଓ୍ବନ କୋର୍ଟଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ବର୍ଷା,ପ୍ରତି ମହିଳାଙ୍କୁ ମାସକୁ ୨ ହଜାର ଟଙ୍କା, ବର୍ଷରେ ୮ ସିଲିଣ୍ଡର ଦେବାକୁ ଘୋଷଣା…

ନୂଆଦିଲ୍ଲୀ, ୩।୧ : ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ନା ନା ପ୍ରକାର...

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୨ଗିରଫ

ବେଙ୍ଗାଲୁରୁ,୨୨।୯: ‘ପେ ସିଏମ୍‌ ପୋଷ୍ଟର’ ବିବାଦ ମାମଲାରେ କନର୍ର୍ାଟକ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏହି ପୋଷ୍ଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ...

ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ।...

ଅକ୍ସିଜେନ୍‌ ଅଭାବ: ଜଣେ ଡାକ୍ତରଙ୍କ ସମେତ ୮ ଜଣଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ କରୋନା...

ଦୁଇବର୍ଷ ପରେ ମୁମ୍ବାଇରେ ପାଳନ ହେବ ଦହି ହାଣ୍ଡି, ମୁଖ୍ୟମନ୍ତ୍ରୀ କହିଲେ ସାହସିକ ଖେଳ

ମୁମ୍ବାଇ,୧୯ ।୮: ଦେଶର ଅଧିକାଂଶ ଭାଗରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳନ କରାଯାଉଛି । ଏମିତିତ ସାରା ଦେଶରେ ଜନ୍ମାଷ୍ଟମୀକୁ ଖୁବ ଧୁମଧାମରେ ପାଳନ କରାଯାଇଥାଏ...

ଏସ୍‌ଏସ୍‌ଏଲଭି-ଡି-୧ର ସଫଳ ଉତ୍‌କ୍ଷେପଣ…

ଶ୍ରୀହରିକୋଟା,୭।୮ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ରବିବାର ଏହାର ପ୍ରଥମ ଛୋଟ ରକେଟ ସ୍ମଲ୍‌ ସାଟେଲାଇଟ ଲଞ୍ଚ ଭେହିକିଲ ଏସ୍‌ଏସ୍‌ଏଲଭି-ଡି-୧ ପୂର୍ବାହ୍ନ ୯ଟା...

ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ

ଇନ୍ଦୋର,୫।୨: ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ ମିଳିଛି। ହାଇକୋର୍ଟର ଇନ୍ଦୋର ବେଞ୍ଚରୁ ତାଙ୍କ ଜାମିନ ଆବେଦନ ପ୍ରତ୍ୟାଖ୍ୟାନ କରାଯିବା ପରେ ମୁନୱାର ସୁପ୍ରିମକୋର୍ଟ ଯାଇଥିଲେ।...

Advertisement
Archives

Model This Week