ନିଜକୁ ସୀମାନ୍ତର ଜାଗ୍ରତ ପ୍ରହରୀ ଭାବେ ଦେଖିବାକୁ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ସମୟ ସମ୍ବେଦନଶୀଳ ସମୟ l ପ୍ରତିଟି ଜନସାଧାରଣ ସରକାର, ପ୍ରଶାସନ, ପୁଲିସ କୁ ସେମାନଙ୍କର କାମ କରିବାକୁ ଦିଅନ୍ତୁ l ଡାକ୍ତରଖାନା କର୍ମଚାରୀଙ୍କ ଉପରେ ମଧ୍ୟ କୌଣସି ଚାପ ପକାନ୍ତୁ ନାହିଁ l ଆଗକୁ ପ୍ରତେକ ନାଗରିକ ନିଜକୁ ସମ୍ପୂର୍ଣ୍ଣ ଭାବେ ସୀମାନ୍ତର ଜାଗ୍ରତ ପ୍ରହରୀ ଭାବେ ଦେଖିବାକୁ ପଡ଼ିବ l ନିଜର ସମ୍ପୂର୍ଣ୍ଣ ଦାୟିତ୍ଵ ନେବାକୁ ପଡ଼ିବ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri