ନିଜର ପର୍ସନାଲିଟି ପାଇଁ ଦର୍ଶକଙ୍କ ମନ ଜିଣିଛନ୍ତି ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ନିଜ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତାଙ୍କ ଉଦାରତା ପାଇଁ ମଧ୍ୟ ସେତିକି ଚର୍ଚ୍ଚିତ। ଏବେ କିନ୍ତୁ ତାଙ୍କ ପର୍ସନାଲିଟି ପାଇଁ ସେ ଟେଲିଭିଜନ ଜଗତରେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯାଇଛନ୍ତି। ତାଙ୍କ ଉପସ୍ଥାପନାରେ ଟେଲିଭିଜନ ରିୟଲିଟି ଶୋ’ ବିଗ୍‌ ବସ୍‌ ଏବେ ବହୁ ଉପରକୁ ଯାଇଛି ବୋଲି ଚର୍ଚ୍ଚା ହେଉଛି। କୁହାଯାଏ ଯେତେବେଳେ ଜଣେ ନାମୀଦାମୀ ବ୍ୟକ୍ତିତ୍ୱ କୌଣସି ଶୋ’ ସହ ଜଡିତ ହୋଇଯାଆନ୍ତି ସେତେବେଳେ ତା’ର ବ୍ରାଣ୍ଡ ଭାଲ୍ୟୁ ଦ୍ୱିଗୁଣିତ ହୋଇଥାଏ। ଠିକ୍‌ ସେମିତି କିଛିବର୍ଷ ହେବ ବିଗ୍‌ ବସ୍‌ ସଫଳତା ହାତେଇ ଚାଲିଛି ବୋଲି ବାର୍‌କ(BARC) ରେଟିଂ ରିପୋର୍ଟରୁ ଜଣାପଡିଛି। ଏହାକୁ ଦେଖିବା ପରେ ଏବେ ଆଲୋଚନା ହେଉଛି କି ଟେଲିଭିଜନ ଦୁନିଆରେ ସଲମାନ କେବଳ ତାଙ୍କ ପର୍ସନାଲିଟି ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ରିୟଲିଟି ଶୋ’ର ଟିଆର୍‌ପି ମଧ୍ୟ ବୃଦ୍ଧି ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ଅଜୟ ଦେବଗନ୍‌ଙ୍କୁ କିସ୍‌ କରିବାକୁ ମନା କରିଦେଇଥିଲେ କରିନା

ବମ୍ବେ: ବଲିଉଡର ପ୍ରଫେସନାଲ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ହେଲେ କରିନା କପୁର ଖାନ। ସେ ସର୍ବଦା ନିଜର ବ୍ୟକ୍ତିଗତ ଏବଂ କର୍ମ ଜୀବନକୁ ଅଲଗା ରଖିଥାନ୍ତି।...

ଅଭିନେତା ନୁହେଁ ଅଭିନେତ୍ରୀ ଲୁକରେ ନୱାଜୁଦ୍ଦିନ

ମୁମ୍ବାଇ: ଲୋକେ କୁହନ୍ତି ପ୍ରଥମ ଇମ୍ପ୍ରେଶନ ସବୁଠାରୁ ଇମ୍ପୋଟାଣ୍ଟ ହୋଇଥାଏ । ଆଉ ଏକଥାର ପ୍ରମାଣ ମିଳିଛି ନୱାଜୁଦ୍ଦିନ ସିଦ୍ଦିକିଙ୍କ ନୂଆ ଫିଲ୍ମର ମୋଶନ ପୋଷ୍ଟରରେ...

କରୋନା କହର: ଟଲିଉଡ୍‌ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୭।୪: ଦେଶରେ କରୋନା ସ୍ଥିତି ପୁଣି ଥରେ ସଙ୍ଗୀନ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବା ସହ ପ୍ରତିଦିନ ପ୍ରାୟ ଏକ...

ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା

ସଲମାନ ଖାନ ନିଜର ଆଧିପତ୍ୟ ହେତୁ ବଲିଉଡରେ ବହୁତ ପ୍ରସିଦ୍ଧ। ତାଙ୍କ ଚଳଚ୍ଚିତ୍ର ସହିତ ତାଙ୍କ ରାଗ ପାଇଁ ସେ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ...

ଓଲିଉଡ୍‌ ଅଭିନେତ୍ରୀ ଉଷସୀ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ଉଷସୀ ମିଶ୍ରଙ୍କୁ କରୋନା ହୋଇଥିବା ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଉଷସୀ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଲେଖିଛନ୍ତି, ମୋ...

ରାଗରେ ଏମିତି କାମ କଲେ ସଲମାନ ଖାନ

ବଲିଉଡର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କୁ ‘ଆଙ୍ଗ୍ରି ମ୍ୟାନ୍‌’ ଭାବେ ଜଣାଶୁଣା। ଅତୀତରେ ଅନେକ ସମୟରେ ସଲମାନ ରାଗକୁ ନିୟନ୍ତ୍ରଣ କରିପାରିନାହାନ୍ତି। ନିକଟରେ ପୁଣି ଥରେ...

ଚାଇନାରେ କମାଲ୍‌ କରିବ ଗୋଲ୍ଡ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଗୋଲ୍ଡ’ ରିଲିଜ୍‌ ହେବା ପ୍ରାୟ ବର୍ଷେ ହେଲାଣି। ଏବେ ଏହା ଚାଇନାରେ ରିଲିଜ୍‌ ହେବ...

ବିଦ୍ୟା ବାଲାନ୍‌ଙ୍କ ସହ ରୋମାନ୍ସ କରିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ, ଏକଦା ବିଗ୍‌ବସ୍‌ରେ କରିଥିଲେ ଅଶୋଭନୀୟ କାଣ୍ଡ

ବମ୍ବେ: ବୋଲ୍ଡନେସ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ଶର୍ଲିନ୍‌ ଚୋପ୍ରା। ‘ଟାଇମ୍‌ ପାସ୍‌’, ‘ରେଡ୍‌ ସ୍ବସ୍ତିକ’ ଭଳି ଚଳଚ୍ଚିତ୍ରରେ କାମ କରିଥିବା ସର୍ଲିନ୍‌ ଅନେକ ଥର...

Advertisement
Archives

Model This Week