Advertisement

ନିଜାମୁଦ୍ଦିନରୁ ଫେରନ୍ତାଙ୍କୁ ସରକାରଙ୍କ ନିବେଦନ: ନିର୍ଭୟରେ ୧୦୪କୁ କଲ କରି ଜଣାନ୍ତୁ

ଭୁବନେଶ୍ୱର, ୪।୩(ବ୍ୟୁରୋ): ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତାଙ୍କୁ ରାଜ୍ୟ ସରକାର ନିବେଦନ କରିଛନ୍ତି। ୨୪ ଘଣ୍ଟାରେ ନିର୍ଭୟରେ ଆଗେଇ ଆସି ନିଜର ସବୁ ତଥ୍ୟ ସରକାରଙ୍କୁ ଦେବା ପାଇଁ ସୁବ୍ରତୋ ବାଗଚୀ ଆହ୍ୱାନ ଦେଇଛନ୍ତି। ବର୍ତ୍ତମାନ ଲୁଚା ଛପାର ସମୟ ନୁହେଁ। ପୂରା ମାନବ ଜାତି ପାଇଁ ଏହି ସମୟ ଆଶଙ୍କାର ସମୟ। ତେଣୁ ଆପଣମାନେ ଆଗେଇ ଆସି ନିଜ ବାବଦରେ ଆମକୁ ଜଣାନ୍ତୁ ବୋଲି ବାଗଚୀ କହିଛନ୍ତି। ତେବେ କୌଣସି ବ୍ୟକ୍ତି ଯଦି ନିଜାମୁଦ୍ଦିନରୁ ଫେରିଛନ୍ତି କିମ୍ବା ସେମାନଙ୍କ ସହ କୌଣସି ଲୋକ ସଂସ୍ପର୍ଶରେ ଆସିଛନ୍ତି, ତାହେଲେ ତାଙ୍କ ମାଆ ଓ ଭଉଣୀମାନେ ସେମାନଙ୍କୁ ବୁଝାନ୍ତୁ। ଆଉ ୧୦୪କୁ କଲ କରି ସବିଶେଷ ତଥ୍ୟ ଦିଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ନିବେଦନ କରିଥିବା ବାଗଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !

ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ୱର, ୨୫।୯(ବ୍ୟୁରୋ): କଟକ ସ୍ବେରେଜ ବୋର୍ଡ ପ୍ରକଳ୍ପ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ଯନ୍ତ୍ରୀ...

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ...

ଦେଶର ୪ ରାଜ୍ୟର ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ୫ଟି ରାଜ୍ୟରେ ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ ଥିବା ଭାରତୀୟ ଗବେଷକ ସୂଚନା...

ଏଥର ପୁରୀରେ କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ

ପୁରୀ ଅଫିସ,୭।୯: ଅକ୍ଟୋବର ୧୦ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ୨ ବର୍ଷର ବ୍ୟବଧାନ ପରେ ଏଥର କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ। ଏଥିପାଇଁ ପ୍ରଶାସନ...

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ...

ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ...

ମହିଳା କମିଶନରେ ୧୦ ହଜାର ମାମଲା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧...

Advertisement
Archives

Model This Week