ନିଜାମୁଦ୍ଦିନ ଫେରନ୍ତାଙ୍କ ଉପରେ ନଜର

ବାରିପଦା ଅଫିସ,୪।୪: ନିଜାମୁଦ୍ଦିନରୁ ଫେରିଥିବା ମୟୂରଭଞ୍ଜ ଜିଲା ବାରିପଦା ଅଞ୍ଚଳର ୫ ପରିବାରର ରକ୍ତ ନମୂନା ପରୀକ୍ଷା ପାଇଁ ପଠା ଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇ ନାହିଁ। ଅନ୍ୟପକ୍ଷେ ବାରିପଦାସ୍ଥିତ ପିଆରଏମ ମେଡିକାଲରେ ଜଣେ ବ୍ୟକ୍ତି ଆଇସୋଲେଶନରେ ଅଛନ୍ତି। ତାଙ୍କର ରକ୍ତ ନମୂନା ମଧ୍ୟ ପରୀକ୍ଷା ପାଇଁ ପଠା ଯାଇଥିବା ଚିକିତ୍ସାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖତ ଖାଉଛି ୧୦୮ ଆମ୍ବୁଲାନ୍ସ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ପାଇଁ ସରକାର ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି l ସେଥି ମଧ୍ୟରୁ ରୋଗୀ ମାଗଣା...

ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଯୋଡ଼ା, ୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର...

କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀଙ୍କ ଆକ୍ରମଣ ଅଭିଯୋଗ: ଉଭୟପକ୍ଷରୁ ମାମଲା

ଆନନ୍ଦପୁର,୨୭ା୮(ସ୍ବ.ପ୍ର.): ବିଦ୍ୟାଳୟ ଭଳି ଏକ ପବିତ୍ର ସ୍ଥାନରେ ରଣକ୍ଷେତ୍ର ଭଳି ପରିସ୍ଥିତି ସୃଷ୍ଟି ହେବା ଚର୍ଚ୍ଚାର ପରିସରକୁ ଆସିଛି। କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀ ଆକ୍ରମଣ କରିଥିବା...

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧...

ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିବା ଘଟଣା: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର, କନ୍‌ଷ୍ଟେବଳ ନିଲମ୍ବିତ

ପୁରୀ ଅଫିସ, ୧୦ା୧୦: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ପୋଲିସ ହେଲ୍‌ପ ଲାଇନ୍‌ର କନ୍‌ଷ୍ଟେବଳ ସୁଶାନ୍ତ ଭୁଜବଳଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବିତ କରାଯାଇଛି। ଅଭିଯୋଗକାରୀଙ୍କ ଅଭିଯୋଗ...

ବାଇଗଣ ବୋଝେଇ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଭଞ୍ଜନଗର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କଳିଙ୍ଗାଘାଟିରେ ଏକ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣଙ୍କ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ପ୍ରତାପ ପ୍ରଧାନ(୩୫)। ସୂଚନାଯୋଗ୍ୟ,...

ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା

ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି...

୫୦୪ ଜମାକାରୀଙ୍କୁ ଟଙ୍କା ଫେରସ୍ତ

ବାରିପଦା ଅଫିସ, ୧୮।୨-ବାରିପଦା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କରେ ଥିବା ଜମାକାରୀଙ୍କ ଟଙ୍କା ବୁଧବାରଠାରୁ ଫେରସ୍ତ ଆରମ୍ଭ ହୋଇଛି। ବ୍ୟାଙ୍କରେ ଥିବା ଜମାକାରୀଙ୍କ ତାଲିକା ମଧ୍ୟରୁ ପ୍ରାଥମିକ...

Advertisement
Archives

Model This Week