ନିଜେ ତଳେ ବସି କାଳ ଭୈରବଙ୍କୁ ଚେୟାରରେ ବସାଇଲେ ନବ ନିର୍ବାଚିତ ସରପଞ୍ଚ

ଜୟପୁର,୨୮।୧: ରାଜସ୍ତାନର ଜଣେ ନବ ନିର୍ବାଚିତ ସରପଞ୍ଚ ନିଜେ ତଳେ ବସି କାଳଭୈରବଙ୍କୁ ତାଙ୍କ ପାଇଁ ଉଦ୍ଦିଷ୍ଟ ଚେୟାରରେ ବସାଇଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ସିରୋହି ଜିଲାର ରେବଦରରେ ନବ ନିର୍ବାଚିତ ସରପଞ୍ଚ ଅଜବାରାମ୍‌ ଚୌଧୁରୀ ଏପରି କରିଛନ୍ତି। ସେ ପଦଭାର ସମ୍ଭାଳିବା ସମୟରେ ତଳେ ଆସନ ପକାଇ ବସିଥିଲେ। ତେବେ ତାଙ୍କର ଏଭଳି କାର୍ଯ୍ୟକୁ କେତେକ ଅନ୍ଧ ବିଶ୍ୱାସ ବୋଲି କହିବାରୁ ସେ ଏହାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ତାଙ୍କ ଆଗରେ ବୟସ୍କ ବ୍ୟକ୍ତିମାନେ ଛିଡ଼ା ହେବା ପସନ୍ଦ ଯୋଗ୍ୟ ନୁହେଁ। ତେଣୁ ତଳେ ବସିବା ଦ୍ୱାରା ସମସ୍ତଙ୍କୁ ସମ୍ମାନ ମିଳିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri