Posted inଫୁରସତ

ନିଜ କାମ ନିଜେ କରିବ ରୋବୋ

ନିକଟରେ ଜାପାନର ବୈଜ୍ଞାନକମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି ଯିଏ ନିଜ କାମ ନିଜେ କରିପାରିବ। ଉନ୍ନତ ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ରୋବୋ ସହ ଏକ ପ୍ରୋଗ୍ରାମିଂକୁ ସଂଯୋଗ କରାଯାଇଛି। ଏହାଦ୍ୱାରା ରୋବାକୁ ନିଜ କାମ ସମ୍ପର୍କରେ ଶିଖିଇବା ପରେ ସେ ନିଜ କାମ ନିଜେ କରିପାରିବ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏପରି କି ପୋଷାକପତ୍ରକୁ ହ୍ୟାଙ୍ଗରରେ ରଖିବା ସହ ବୋତଲର ଠିପି ମଧ୍ୟ ରୋବୋ ବନ୍ଦ କରିପାରିବ ବୋଲି ଉକ୍ତ ରୋବୋର ଅନ୍ୟତମ ପ୍ରସ୍ତୁତକର୍ତ୍ତା ପିଟର ଆବେଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି।...

ରବର ବ୍ୟାଣ୍ଡ ଡ୍ରେସ୍‌

ଏହି ଷ୍ଟାଇଲିଶ୍‌ ଡ୍ରେସ୍‌ ଦେଖି ଭାବୁଥିବେ ଏହା ବାଦାମୀ ରଙ୍ଗର ଉଲ୍‌ରେ ତିଆରି ବୋଲି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯୁବତୀଜଣକ ପିନ୍ଧିଥିବା ଡ୍ରେସ୍‌ ରବର୍‌...

ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶରେ ସଜାଯାଏ…

ପଞ୍ଜାବ ଅମୃତସର ନିକଟରେ ଥିବା ପାବ୍‌ ଅଞ୍ଚଳରେ ରହିଛି ଏକ ମନ୍ଦିର। ଏଠାରେ ମାନସିକ ପୂରଣ ପାଇଁ ଛୋଟପିଲାଙ୍କୁ ମାଙ୍କଡ଼ ବେଶ କରାଯାଇଥାଏ। ଏହି ହନୁମାନ...

ରକ୍ତତୀର୍ଥ ଇରମ

ସ୍ବାଧୀନତା ସଂଗ୍ରାମ ଇତିହାସରେ ମହାତ୍ମା ଗାନ୍ଧୀଙ୍କ ଭାରତଛାଡ ଆନ୍ଦୋଳନ ସର୍ବଶେଷ ଏବଂ ସର୍ବଶ୍ରେଷ୍ଠ ଆନ୍ଦୋଳନ ଭାବେ ଖ୍ୟାତି ଲାଭ କରିଥିଲା, ବିଶ୍ୱ ଇତିହାସରେ ଯେଉଁ ବିପ୍ଳବର...

ପ୍ରେମିକାଙ୍କ ପାଇଁ ଘଣ୍ଟା ଘଣ୍ଟା ଖରାରେ ଅପେକ୍ଷା କରୁଥିଲେ ଏହି ପ୍ରସିଦ୍ଧ ରାଜନେତା

ନବଜୋତ ସିଦ୍ଧୁଙ୍କ ପ୍ରେମ, କ୍ରିକେଟ ପଡିଆରେ ବ୍ୟାଟିଂ, ଅଭିନୟ ଏବଂ ରାଜନୀତି ମଧ୍ୟ ଅତ୍ୟନ୍ତ ଆକର୍ଷଣୀୟ। ସବଥିରେ ସିଦ୍ଧୁ ଅଲରାଉଣ୍ଡର। ସ୍ତ୍ରୀ ନବଜୋତ କୌରଙ୍କ ସହିତ...

ବ୍ୟକ୍ତିତ୍ୱ: ଭାରତୀୟ ଆଧୁନିକ ପେଣ୍ଟିଂର ରୂପକାର ନନ୍ଦଲାଲ ବୋଷ

ଭାରତୀୟ ମଡର୍ନ ଆର୍ଟ କଥା ଉଠିଲେ ସର୍ବପ୍ରଥମେ ଗୋଟିଏ ଚେହେରା ଆଖି ସାମ୍ନାକୁ ଚାଲିଆସେ। ଆଉ ସେ ହେଉଛନ୍ତି, ନନ୍ଦଲାଲ୍‌ ବୋଷ। କୁହାଯାଏ, ଭାରତୀୟ ସଂସ୍କୃତିକୁ...

ଜ୍ୟାକ୍‌ ମାଙ୍କୁ କାଟି ପୋନି ମା ହେଲେ ଚାଇନାର ସବୁଠାରୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ଚାଇନାରୁ ଆରମ୍ଭ ହୋଇଥିଲା ମହାମାରୀ କରୋନା ସଂକ୍ରମଣ। ଏହାର ପ୍ରଭାବରେ ଦେଶର ଧନୀ ତାଲିକାରେ ପରିବର୍ତ୍ତନ ହୋଇଛି। ପୂର୍ବରୁ ଅଲିବାବାର ଜ୍ୟାକ୍‌ ମା ସବୁଠାରୁ...

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି...

Coronavirus Update


Archives

Model This Week

Why Dharitri