ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା

ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି ସମସ୍ୟାକୁ ଅଣଦେଖା କରି ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାରଙ୍କ ଶୀର୍ଷ ଅଧିକାରୀ ସାମୁଏଲ୍‌ ବ୍ରାଉନ୍‌ବେକ୍‌ କହିଛନ୍ତି ଯେ, ଭାରତରେ ଧର୍ମ ସହିଷ୍ଣୁତା ରହିଛି, ତେବେ ଦେଶରେ ଧାର୍ମିକ ସ୍ବାଧୀନତା ଚିନ୍ତା ଜନକ ରହିଥିବା ସେ ଟିପ୍ପଣୀ ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଫୋନ୍‌ରେ କଥାବାର୍ତ୍ତା ସମୟରେ ବ୍ରାଉନ୍‌ବେକ୍‌ ଏଭଳି କହିଛନ୍ତି। ବୁଧବାର ୨୦୧୯ ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧୀନତା ରିପୋର୍ଟ ପ୍ରକାଶ ପାଇବା ପରେ ବ୍ରାଉନ୍‌ବେକ୍‌ ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ରୁହେ କି ରୁହେ….ଭକ୍ତଙ୍କୁ ଭାବବିହ୍ବଳ ମେସେଜ୍‌ ଦେଲେ ପ୍ରେମାନନ୍ଦ ମହାରାଜ

ଲକ୍ଷ୍ନୌ,୨୬।୫:ଗତ କିଛି ଦିନ ଧରି ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର ଆସିଛି। ତାଙ୍କ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri