Posted inଜାତୀୟ

ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ

ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି। କଂଗ୍ରେସ ସହ ଦୀର୍ଘଦିନର ସମ୍ପର୍କ ତୁଟାଇ ଭାଜପାରେ ଯୋଗଦେବା ପରେ ସିନ୍ଧିଆ ଯାହା କହୁଛନ୍ତି, ତାହା ତାଙ୍କ ହୃଦୟର କଥା ନୁହେଁ ବୋଲି ରାହୁଲ କହିଛନ୍ତି। ବୁଧବାର ସିନ୍ଧିଆ ଭାଜପାରେ ଯୋଗଦେବାର ତିନିଘଣ୍ଟା ପରେ ତାଙ୍କୁ ମଧ୍ୟପ୍ରଦେଶରୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri