Posted inଜାତୀୟ

ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା

ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ ପରେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ପତ୍ନୀ ଅମୃତା ଫଡନିବଶ କହିଥିଲେ, ସେ ମୋଦିଙ୍କୁ ଅନୁସରଣ କରନ୍ତି ତେଣୁ ଏବେ ସେ ମୋଦିଙ୍କ ଭଳି ସୋସିଆଲ ମିଡିଆ ମଧ୍ୟ ଛାଡିଦେବାକୁ ସ୍ଥିର କରିଛନ୍ତି। ଏହାକୁ ନେଇ ଅମୃତା ଟୁଇଟ୍‌ କରି କହିଥିଲେ, ବେଳେବେଳେ ଛୋଟ ଛୋଟ ନିର୍ଣ୍ଣୟ ଆମ ଜୀବନକୁ ବଦଳାଇ ଦେଇଥାଏ। ମୁଁ ମୋ ନେତାଙ୍କ ପଥକୁ ଅନୁସରଣ କରିବି ବୋଲି ସେ ଟୁଇଟରରେ ଉଲ୍ଲେଖ କରିଥିଲେ। ସୂଚନାଯୋଗ୍ୟ, ଏହା ପୂର୍ବରୁ ଅମୃତା ନିଜ ଟୁଇଟକୁ ନେଇ ବହୁବାର ବିବାଦକୁ ଆସିଛନ୍ତି। ନିକଟରେ ସେ ମହାରାଷ୍ଟ୍ରର କ୍ୟାବିନେଟ ମନ୍ତ୍ରୀ ତଥା ଶିବସେନା ନେତା ଆଦିତ୍ୟ ଠାକରେଙ୍କୁ ନେଇ କିଛି ସମାଲୋଚନା ମୂଳକ ମନ୍ତବ୍ୟ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣ: ୨ ଯବାନ ଆହତ

ସୁକମା,୨୧।୫: ଛତିଶଗଡ଼ର ସୁକମା ଜିଲାରେ ମଙ୍ଗଳବାର ହୋଇଥିବା ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ ହେବା ଫଳରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି।...

ସ୍ବାମୀଙ୍କୁ ଅନ୍ୟ ଜଣେ ମହିଳାଙ୍କ ସହ ଦେଖି ସ୍ତ୍ରୀ କଲେ ଏମିତି

ମିରଟ,୧୬।୩: ଉତ୍ତର ପ୍ରଦେଶର ମିରଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିବାହିତ ବ୍ୟକ୍ତି ଅନ୍ୟ ଜଣେ ମହିଳାଙ୍କ ସହ ବୁଲିବା ମହଙ୍ଗା ପଡିଛି। ଏହା...

ଟ୍ରେନିଂ ବେଳେ ଚାଲିଗଲା ଯବାନଙ୍କ ଜୀବନ

ନୂଆଦିଲ୍ଲୀ,୨୧।୮ : ପଞ୍ଜାବର ପଠାନକୋଟସ୍ଥିତ ମାମୁନ ସେନା ଷ୍ଟେଶନଠାରେ ଶନିବାର ଟ୍ରେନିଂ ବେଳେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଯବାନଙ୍କୁ ଗୁରୁତର ହୋଇପଡ଼ିଛନ୍ତି।...

ମେଲାନିଆଙ୍କ ପସନ୍ଦର ଖାଦ୍ୟ

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ କୁଶନରଙ୍କ ସହ ୨ ଦିନିଆ ଭାରତ...

ବିଚାରପତି ହେଲେ ଆଇନ ସଚିବ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପ୍ରଥମ ଥର ଲାଗି ଜଣେ ଜିଲା ଓ ଦୌରାଜଜ୍‌ଙ୍କୁ ସୋମବାର କେନ୍ଦ୍ର ଆଇନ ସଚିବ ନିଯୁକ୍ତ କରାଯାଇଛି। ଅନୁପ କୁମାର ମେଣ୍ଡିରତ୍ତା ଆଇନ ମନ୍ତ୍ରଣାଳୟର...

ହେମନ୍ତ ହେଲେ ମୁମ୍ବାଇ ପୋଲିସର ନୂତନ କମିଶନର

ମୁମ୍ବାଇ,୧୭।୩: ମୁମ୍ବାଇ ସ୍ଥିତ ମୁକେଶ ଅମ୍ବାନୀଙ୍କ ଘର ଆଗରୁ ବିସ୍ଫୋରକ ଭର୍ତ୍ତି ଗାଡି ଜବତ ହେବା ଘଟଣାରେ ଏନ୍‌କାଉଣ୍ଟର ସ୍ପେଶାଲିଷ୍ଟ ସଚିନ ବାଜେ ଗିରଫ ହେବା...

ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା

ଗୁରୁଦାସପୁର,୨।୭:ବଲିଉଡ୍‌ ଅଭିନେତା ତଥା ଏମ୍‌ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

Advertisement


Archives

Model This Week