Posted inଜାତୀୟ

ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ

ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ରୁ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି। ଏମାନେ ଦଳ ତ୍ୟାଗ କରି ନ ଥିବା କହିଛନ୍ତି, ବରଂ ତ୍ରୁଣମୂଳ ସ୍ତରରୁ ଏମାନେ କାମ ଆରମ୍ଭ କରିବେ ବୋଲି ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ତେବେ ଏହା ଦଳକୁ ଏକ ପ୍ରକାର ଧକ୍କା ଲାଗିଛି ବୋଲି କହିଛନ୍ତି ଏମ୍‌ପିସିସି ଅଧ୍ୟକ୍ଷ ଜି.ଗଇଖାଙ୍ଗମ।


Enter your email to get our daily news in your inbox.

All Right Reserved By Dharitri.Com

କୃଷକଙ୍କ ଆନ୍ଦୋଳନ ସ୍ଥଳରେ ହେଲା ନଗର କୀର୍ତ୍ତନ

ନୂଆଦିଲ୍ଲୀ,୧ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପାଖାପାଖି ୩୭ ଦିନ ହେବ ସିନ୍ଧୁ ସୀମା ସମେତ ଦିଲ୍ଲୀର ଆଉ କିଛି...

ଦିଲ୍ଲୀ ବିମାନବନ୍ଦର ଉଡାଇବାକୁ ଖଲିସ୍ତାନୀ ସଂଗଠନର ଧମକ

ନୂଆଦିଲ୍ଲୀ,୪।୧୧: ୧୯୮୪ ଶିଖ ଦଙ୍ଗାର ୩୬ତମ ବାର୍ଷିକୀ ଅବସର ପୂର୍ବରୁ ଖଲିସ୍ତାନ ସମର୍ଥକ ସଂଗଠନ ପକ୍ଷରୁ ଧମକ ଦିଆଯାଉଛି। ଦିଲ୍ଲୀ ବିମାନ ବନ୍ଦରକୁ ଉଡାଇଦେବାକୁ ଖଲିସ୍ତାନୀ...

ଜୋମାଟୋରୁ ଖାଦ୍ୟ ଅର୍ଡର କରି ୮୦ହଜାର ଟଙ୍କାର ଠକେଇର ଶିକାର ହେଲେ ଯୁବତୀ

ହରିୟାଣା,୨୭।୭: ଯଦି ଜୋମାଟୋ ଭଳି ଅନଲାଇନ ଆପ୍‌ରୁ ଖାଇବା ଅର୍ଡର କରୁଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ। କାରଣ ସାଇବର ଲୁଟେରାମାନେ ଏହି ଆପ୍‌ ଜରିଆରେ ଲୁଟ୍‌...

ଅଧ୍ୟକ୍ଷ ପଦ ସମ୍ଭାଳିବାକୁ ରାଜି ନୁହେଁ ରାହୁଲ

ନୂଆଦିଲ୍ଲୀ,୬।୭: କଂଗ୍ରେସ ଦଳରେ ଖୁବ୍‌ଶୀଘ୍ର ବଡ ଧରଣର ଅଦଳବଦଳ ହେବାକୁ ଯାଉଥିବା ସୂଚନା ମିଳିଛି। ଯେଉଁ ନେତାମାନେ ସଚିବ ଓ ପ୍ରଭାରୀଙ୍କ ମଧ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା...

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ

ମୁମ୍ବାଇ,୨୭।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର,...

ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍‌ ବିହାର କି’ କାର୍ଯ୍ୟକ୍ରମ

ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର...

୫୦ ବର୍ଷ ଧରି ପାକିସ୍ତାନ ଜେଲରେ: ରେଡ଼ିଓରେ ଦେଇଥିଲେ ଜୀବିତ ଥିବା ସୂଚନା

ନୂଆଦିଲ୍ଲୀ, ୧୭।୮: ପାକିସ୍ତାନ ଜେଲରେ ଗତ ୫୦ ବର୍ଷ ଧରି ଭାରତୀୟ ଯବାନ ମଙ୍ଗଳ ସିଂ ବନ୍ଦୀ ଜୀବତ ବିତାଉଛନ୍ତି। ୧୯୭୧ ଭାରତ ପାକିସ୍ତାନ ଯୁଦ୍ଧରେ...

ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତିଙ୍କ ପରଲୋକ

ଚେନ୍ନାଇ,୪।୧: ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଏଆଇଏଡିଏମ୍‌କେ ନେତା ପିଏଚ୍‌ ପାଣ୍ଡିଆନଙ୍କ ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ...

Advertisement


Archives

Model This Week

Why Dharitri