Posted inଜାତୀୟ

ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ

ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ରୁ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି। ଏମାନେ ଦଳ ତ୍ୟାଗ କରି ନ ଥିବା କହିଛନ୍ତି, ବରଂ ତ୍ରୁଣମୂଳ ସ୍ତରରୁ ଏମାନେ କାମ ଆରମ୍ଭ କରିବେ ବୋଲି ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ତେବେ ଏହା ଦଳକୁ ଏକ ପ୍ରକାର ଧକ୍କା ଲାଗିଛି ବୋଲି କହିଛନ୍ତି ଏମ୍‌ପିସିସି ଅଧ୍ୟକ୍ଷ ଜି.ଗଇଖାଙ୍ଗମ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୪।୮: ଜମ୍ମୁ-କଶ୍ମୀରରେ ଅଗଷ୍ଟ ୧୫ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଶ୍ରୀନଗର ଉପକଣ୍ଠ ନୋଗାମରେ ପୋଲିସ ଟିମ୍‌ ଉପରେ ଶୁକ୍ରବାର ସକାଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା...

ଭାଜପାର ‘ୟୁଜ୍‌ ଆଣ୍ଡ ଥ୍ରୋ’ ନୀତି ଦାୟୀ: ଖାର୍ଗେ

ନୂଆଦିଲ୍ଲୀ,୧୧ା୧(ପି.ଟି.): କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କ ବିକ୍ଷୋଭକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଭାଜପାକୁ ସମାଲୋଚନା କରିଛନ୍ତି। ଗୈରିକ ଦଳର ‘ବ୍ୟବହାର କରି ଫିଙ୍ଗିଦିଅ...

ସହମତି ବିନା ଅନଲାଇନ କ୍ଲାସ ପାଇଁ ଶିକ୍ଷାର୍ଥୀଙ୍କୁ ବାଧ୍ୟ କରିପାରିବେ ନାହିଁ କୋଚିଂ ପ୍ରତିଷ୍ଠାନ…

ନୂଆଦିଲ୍ଲୀ,୬।୨ : ଦିଲ୍ଲୀର ଏକ ଉପଭୋକ୍ତା ନିବାରଣ ଆୟୋଗ ଏକ ମେଡିକାଲ କୋଚିଂ ପ୍ରତିଷ୍ଠାନକୁ ଜଣେ ଛାତ୍ର ଦେଇଥିବା ସମସ୍ତ ଅଗ୍ରୀମ କୋର୍ସ ଫି ଫେରସ୍ତ...

ଭଙ୍ଗାଯିବ ୩୫୦ ବର୍ଷ ପୁରାତନ ସରକାରୀ କାର୍ଯ୍ୟାଳୟ, ଏହା ସଂରକ୍ଷଣ ଯୋଗ୍ୟ ନୁହେଁ କହିଲେ ସୁପ୍ରିମ୍‌କୋର୍ଟ…

ପାଟନା, ୧୪।୫ : ସୁପ୍ରିମକୋର୍ଟ ବିହାରର ରାଜଧାନୀ ପାଟନାର କଲେକ୍ଟରେଟ କାର୍ଯ୍ୟାଳୟର ଏକ ୩୫୦ ବର୍ଷ ପୁରୁଣା କୋଠାକୁ ଭାଙ୍ଗିବାକୁ ଅନୁମତି ଦେଇଛନ୍ତି। ଶୁକ୍ରବାର ବିଳମ୍ବିତ...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ମୂଳା ଶାଗରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ଶୀତ ଦିନେ ନିୟମିତ ମୂଳା ଶାଗ ଖାଇଲେ ବ୍ଲଡ୍‌ ସୁଗାର୍‌...

ଇସ୍ତଫା ପରେ ଗୁଲାମନବୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଶୁକ୍ରବାର କଂଗ୍ରେସର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ଆଜାଦ ଏକ ବଡ଼...

ମୁହଁ ଦେଖାରେ ବୋହୂଙ୍କୁ ଏମିତି ଉପହାର ଦେଇ ଉଦାହରଣ ସୃଷ୍ଟି କଲେ ଶ୍ୱଶୁର

ଜୟପୁର,୨୧।୨:ରାଜସ୍ଥାନର ସିକର ଜିଲାର ନିମ୍‌କା ଥାନା ଅଞ୍ଚଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହରେ ବରର ପିତା ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି।...

ବ୍ରେକ୍‌ଅପ୍‌ ହେବାରୁ ପ୍ରେମିକାଙ୍କ ସାନ ଭଉଣୀ ପ୍ରତି ଏମିତି ପ୍ରତିଶୋଧ ନେଲେ ପ୍ରେମିକ

ନୂଆଦିଲ୍ଲୀ,୪ା୯: ଫେକ୍‌ ପ୍ରୋଫାଇଲ୍‌ ବା ନକଲି ପ୍ରୋଫାଇଲ୍‌ କରି ଜଣେ ଝିଅକୁ ବଦ୍‌ନାମ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ଦିଲ୍ଲୀ ପୋଲିସର...

Advertisement
Archives

Model This Week