ନିଜ ପାଇଁ ବର ଖୋଜୁଛନ୍ତି ଏହି ଯୁବତୀ, ମନପସନ୍ଦର ସାଥୀ ମିଳିଲେ ତାଙ୍କୁ ଦେବେ ୬୫ କୋଟି ଟଙ୍କା

ମନପସନ୍ଦର ଜୀବନସାଥୀଟିଏ ପାଇବାକୁ ସମସ୍ତଙ୍କର ସ୍ବପ୍ନ ଥାଏ। ବିବାହ ପ୍ରସଙ୍ଗରେ ଝିଅ ହେଉ କି ପୁଅ କାହାକୁ ଏଥିରେ ତରବରିଆ ପଦକ୍ଷେପ ନେବା ଉଚିତ୍‌ ନୁହେଁ। ଏମିତିରେ ରୁଷିଆର ମଡେଲ୍‌ ଆନ୍ନା ନିଜ ପସନ୍ଦର ପୁଅ ସହ ବିବାହ ରଚିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଭାବୁଥିବେ ଏଥିରେ ନୂଆ ପୁଣି କ’ଣ? କଥା ହେଉଛି, ସେ କୌଣସି ଛୋଟମୋଟ ମଡେଲ୍‌ ନୁହଁନ୍ତି ବରଂ ଜଣେ ପ୍ରଖ୍ୟାତ ମଡେଲ୍‌। ତା’ସାଙ୍ଗକୁ ୬୫ କୋଟି ଟଙ୍କାର ମାଲିକାଣି। ଏହି କୋଟିପତି ମଡେଲ୍‌ଙ୍କ ଇଚ୍ଛା ଜଣେ ଭାରତୀୟ ଯୁବକଙ୍କୁ ବିବାହ କରିବେ। ଯେଉଁ ଯୁବକ ତାଙ୍କୁ ବିବାହ ପାଇଁ ରାଜି ହେବେ ସେ ତାଙ୍କ ନାଁରେ ନିଜର ସମସ୍ତ ସମ୍ପତ୍ତି କରିଦେବେ। ସମସ୍ୟା କେବଳ ତାଙ୍କ ଚେହେରାକୁ ନେଇ ରହିଛି। ସେ ଦେଖିବାକୁ ଖୁବ୍‌ ମୋଟୀ। କିନ୍ତୁ ଏବେ ନିଜ ଓଜନ ହ୍ରାସ ଲାଗି ଜୋରସୋର୍‌ ପ୍ରୟାସ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନରେ ଆମେ ଜମି ପାଇଁ ଲଢୁଛୁ: ପୁଟିନ

ମସ୍କୋ,୯।୫: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ରୁଷିଆ ୭୭ତମ ବିଜୟ ଦିବସ ପାଳନ କରୁଛି। ଏହି ଦିନ ରୁଷିଆ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବିଜୟ ଘୋଷଣା କରିଥିଲା।...

ରାଷ୍ଟ୍ରୀୟ ସମ୍ପତ୍ତି ବିକ୍ରି କରିବ ପାକିସ୍ତାନ

ଇସଲାମାବାଦ,୨୪ ।୭: ଦେଶରେ ଦେଖାଦେଇଥିବା ଆର୍ଥିକ ସଙ୍କଟ ସହ ଲଢୁଥିବା ପାକିସ୍ତାନ ମନ୍ତ୍ରିମଣ୍ଡଳ ଶନିବାର ବିଦେଶରେ ଥିବା ଦେଶର ସମ୍ପତ୍ତିକୁ ଜରୁରୀକାଳିନ ପରିସ୍ଥିତିରେ ବିକ୍ରି କରିବାକୁ...

ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତଙ୍କୁ କାନାଡାରେ ହତ୍ୟା

ଅଟାଓ୍ବା,୧୬ା୭: ୧୯୮୫ ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତ ରିପୁଦମନ ସିଂ ମଲିକଙ୍କୁ କାନାଡାର ସରେଠାରେ ହତ୍ୟା କରାଯାଇଛି। ରିପୁଦମନଙ୍କ କାର୍‌ ଭିତରୁ ତାଙ୍କ ଗୁଳିବିଦ୍ଧ ମୃତଦେହକୁ...

ୟୁକ୍ରେନ୍‌ ବ୍ରହ୍ମାସ୍ତ୍ର ମାଡ଼ରେ ରୁଷିଆ ଯୁଦ୍ଧପୋତ ଜଳିଗଲା…

କ୍ୱିଭ୍‌, ୯।୫ : ଗତ ୭୪ ଦିନ ଧରି ରୁଷିଆ-ୟୁକ୍ରେନ ଯୁଦ୍ଧ ଚାଲିଛି। ୟୁକ୍ରେନ ଦାବି କରିଛି ଯେ କୃଷ୍ଣସାଗରରେ ଆଉ ଏକ ରୁଷିଆ ଯୁଦ୍ଧପୋତକୁ...

ପରସ୍ପରକୁ ଜୋତା ଫିଙ୍ଗି ମନାଇଥା’ନ୍ତି ହୋଲି

ସାରା ଦେଶରେ ଆଜି ପାଳନ କରାଯାଇଛି ହୋଲି। ସୋସିଆଲ ମିଡିଆରେ ବିହାରର ଏକ ହୋଲିର ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ବିଶ୍ୱାସ କରିପାରିବେନି। ଭିଡିଓରେ...

ବିଶ୍ୱର ସବୁଠୁ ସୁନ୍ଦରୀ ରାଣୀ, ତାଙ୍କ ରହସ୍ୟମୟ ଜୀବନ ସମ୍ପର୍କରେ ଜାଣନ୍ତୁ…

ଇତିହାସରେ ଅନେକ ରାଣୀଙ୍କ ବିଷୟରେ ଶୁଣିଥିବେ। ମାତ୍ର ବିଶ୍ୱରେ ଏମିତି ଜଣେ ରାଣୀ ଅଛନ୍ତି, ଯେକି ଖୁବ୍‌ ସୁନ୍ଦର। ତାଙ୍କୁ କେବଳ ସୁନ୍ଦରୀ ଭାବରେ ଗଣନା...

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌...

ବଡ଼ ସହରରେ କାର୍‌ ଚଳାଇବା ମନା: ସରକାର ତିଆରି କରୁଛନ୍ତି ୧୪୦୦ କିମି ସାଇକେଲ ରାସ୍ତା

ପ୍ୟାରିସ୍‌, ୧୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। କେତେକ ବଡ଼ ବଡ଼ ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement
Archives

Model This Week