ନିଜ ବିବାହକୁ ନେଇ ଫିଲ୍ମ ନିର୍ମାଣ କରିବେ ପ୍ରିୟଙ୍କା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଆସିଛନ୍ତି। ବିବାହ ପରେ ପ୍ରାୟତଃ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଆମେରିକାରେ ରହୁଥିବା ପ୍ରିୟଙ୍କା ନିଜ ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ପ୍ରମୋଶନ ପାଇଁ ଭାରତରେ ଅଛନ୍ତି। ସେ ଆଗାମୀ ଦୁଇବର୍ଷ ଭିତରେ ଦୁଇଟି ଫିଲ୍ମର ଶୁଟିଂ କରିବାକୁ ଯାଉଛନ୍ତି। ଗୋଟିଏ ମା ଆନନ୍ଦ ଶିଲାଙ୍କ ଉପରେ ଆଧାରିତ ଥିବାବେଳେ ଅନ୍ୟଟି ତାଙ୍କ ବିବାହକୁ ନେଇ ନିର୍ମାଣ କରାଯିବ ବୋଲି ପ୍ରିୟଙ୍କା କହିଛନ୍ତି। ଏହାର କାହାଣୀ ଏବେ ଲେଖା ଚାଲିଛି ଏହି ଦୁଇଟି ଫିଲ୍ମ ଇଂରାଜୀ ଭାଷାରେ ନିର୍ମାଣ କରାଯିବ। ଫିଲ୍ମର ଅଧାଭାଗ ଶୁଟିଂ ଦିଲ୍ଲୀରେ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

କନ୍ନଡ଼ ଫିଲ୍ମ ଇଣ୍ଡଷ୍ଟ୍ରିର ଭେଟେରାନ ଅଭିନେତ୍ରୀ ପ୍ରତୀମା ଦେବୀଙ୍କର ୮୮ ବର୍ଷରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରତୀମା ଅଭିନୟ...

ଅଭିନେତ୍ରୀଙ୍କ ସହ ରୋମାନ୍ସ କରୁଥିବା ଇମ୍ରାନ ହାସ୍‌ମୀ ଆଲିଆଙ୍କ ସହ କରନ୍ତି ନାହିଁ ଏପରି କିଛି, କାରଣ ଜାଣିଲେ…

ଫିଲ୍ମକୁ ସୁପରହିଟ କରିବା ପାଇଁ, ହିରୋ ହିରୋଇନ୍‌ ମଧ୍ୟରେ ରୋମାନ୍ସ ସିନ୍‌ ରହିବା ଜରୁରୀ। ଏପରି ସିନ୍‌ ନ ଥିଲେ ଦର୍ଶକ ଫିଲ୍ମକୁ ପସନ୍ଦ କରୁ...

ପିତାଙ୍କ ସହ ଦୀର୍ଘବର୍ଷ ଧରି କଥାବାର୍ତ୍ତା ବନ୍ଦ କରିଦେଇଥିଲେ କଙ୍ଗନା, କାରଣ ଜାଣିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଫିଲ୍ମ ବ୍ୟତୀତ ସେ ଅହଂକାର ଯୋଗୁ ଚର୍ଚ୍ଚାରେ ରହିଥାନ୍ତି। କଙ୍ଗନା ହିମାଚଳ ପ୍ରଦେଶର ମାଣ୍ଡି ଜିଲା ନିକଟ ସୁରଜପୁର...

ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ...

ଦୀପିକାଙ୍କ ଆଖିମରା ଦେଖି ପ୍ରିୟାପ୍ରକାଶଙ୍କୁ ଭୁଲିଯିବେ ଦର୍ଶକେ,  ଭିଡିଓ ଭାଇରାଲ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ଆଜିକାଲି ଫିଲ୍ମ ‘ଛପାକ୍‌’ର ପ୍ରମୋଶନରେ ବ୍ୟସ୍ତ ରହୁଛନ୍ତି। ଏହି ଅବସରରେ ଦୀପିକା ଫିଲ୍ମର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର...

ସବୁଠାରୁ ବଡ ଏଜେନ୍ସି ସହ ସାଇନ୍ କଲେ ଦୀପିକା!

ମୁମ୍ବାଇ; ବଲିଉଡ୍ ନାୟିକା ଦୀପିକା ପାଦୁକୋନ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ଆଇସିଏମ୍ ସହ ହାତ ମିଳାଇଛନ୍ତି । ଆଇସିଏମ୍ ସୂଚିରେ ବଡ ବଡ ହଲିଉଡ କଳାକାରଙ୍କ...

ଆରମ୍ଭ ହେବ ‘କୌନ ବନେଗା କରୋଡ ପତି’ର ଶୁଟିଂ !

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ କେବଳ ଜରୁରୀକାଳିନ ସେବାକୁ ବାଦ୍‌ ଦେଲେ ବାକି ସମସ୍ତ କାର୍ଯ୍ୟ ଏକ ପ୍ରକାର...

ଉର୍ଫି ଜଣେ ଫ୍ୟାଶନ୍‌ ଆଇକନ୍‌: ରଣବୀର

ବମ୍ବେ: ଯିଏ ନିଜର ଅଜବଗଜବ ପରିଧାନକୁ ନେଇ ସର୍ବଦା ରହିଥାନ୍ତି ଚର୍ଚ୍ଚାରେ, ତାଙ୍କର ବଡ଼ ପ୍ରଶଂସକ ପାଲଟିଛନ୍ତି ବଲିଉଡ୍‌ ସୁପରଷ୍ଟାର ରଣବୀର ସିଂହ। ଆମେ କହୁଛୁ...

Advertisement
Archives

Model This Week