ନିଜ ବିବାହକୁ ନେଇ ରାଜ୍‌ ଖୋଲିଲେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ଗତ ବର୍ଷ ଡିସେମ୍ବରରେ ପ୍ରେମିକା ଗିନ୍ନୀ ଚତରଥଙ୍କୁ ବିବାହ କରିଥିଲେ। ଏହି ବିବାହକୁ ନେଇ ସେହି ସମୟରେ ଖୁବ୍‌ ଧମାଲ ହୋଇଥିଲା। ଛୋଟ ପରଦାର ବହୁ କଳାକାର କପିଲଙ୍କ ବିବାହ ଉତ୍ସବରେ ସାମିଲ ହୋଇଥିଲେ। ମାତ୍ର କପିଲ ଏବେ ନିଜ ବିବାହକୁ ନେଇ ନୂଆ ରାଜ୍‌ ଖୋଲିଛନ୍ତି। କପିଲଙ୍କ ବିବାହ ରିସେପ୍‌ସନ୍‌ରେ ୫ ହଜାର ଅତିଥି ସାମିଲ ହୋଇଥିଲେ। ମାତ୍ର ସେମାନଙ୍କ ମଧ୍ୟରୁ କପିଲ ମାତ୍ର ୪୦-୫୦ ଜଣଙ୍କୁ ଚିହ୍ନିଥିଲେ। ଏତେ ସଂଖ୍ୟାରେ ଅତିଥି କୁଆଡୁ ଆସିଲେ ବୋଲି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ବୋଲି କହିଛନ୍ତି। କପିଲ ନିଜ ଶୋ’ର ଆଗାମୀ ଅଧ୍ୟାୟରେ ଏହାର ଖୁଲାସା କରିବେ ବୋଲି ଜଣାପଡ଼ିଛି।
ଦୀର୍ଘଦିନ ଧରି ବିବାଦ ଘେରରେ ରହି ଟେଲି ପରଦାରୁ ଦୂରେଇ ଯାଇଥିଲେ କପିଲ। ମାତ୍ର ବିବାହ ପରେ ସେ ଛୋଟ ପରଦାକୁ ଦମ୍‌ଦାର ଏଣ୍ଟ୍ରି କରିଛନ୍ତି। ଏଥର କପିଲଙ୍କ ଶୋ’ର ପ୍ରଯୋଜନା ଦାୟିତ୍ୱ ନେଇଛନ୍ତି ସଲମାନ୍‌ ଖାନ୍‌। ଏପରିକି ଶୋ’କୁ ଦର୍ଶକ ପସନ୍ଦ କରିବା ସହ ଭଲ ଟିଆର୍‌ପି ମଧ୍ୟ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri