Posted inଫୁରସତ

ନିଜ ଭିତରେ ଏହିଭଳି ପରିବର୍ତ୍ତନ ଦେଖୁଥିବା ପୁରୁଷ ଶୀଘ୍ର କରନ୍ତୁ ବିବାହ

ପ୍ରାୟ ଯୁବକଙ୍କୁ ସେମାନଙ୍କ ଅବିବାହିତ ଜୀବନ ବେଶି ପସନ୍ଦ ଆସିଥାଏ। ସେମାନେ ତାଙ୍କର ଏହି ଜୀବନକୁ ନେଇ ଖୁସିରେ ରହିବାକୁ ଚାହିଁଥାନ୍ତି। ମାତ୍ର ପରେ ଜୀବନରେ ଏପରି ସମୟ ଆସେ ଯେତେବେଳେ ଏକୁଟିଆ ବଞ୍ଚତ୍ବା ସମ୍ଭବ ହୋଇ ନ ଥାଏ। ସେତେବେଳେ ଲୋଡ଼ାପଡ଼େ ଜଣେ ଜୀବନସାଥୀ। ଜୀବନରେ ଖାଲି ଏକ୍‌ଲାପଣ ନୁହେଁ ବରଂ ଗମ୍ଭୀରତା ଓ ଚିନ୍ତା ମଧ୍ୟ ଏକ ମୁଖ୍ୟ କାରଣ। ତେଣୁ ଜୀବନରେ ଏହିପରି ପରିବର୍ତ୍ତନ ଆସିଲେ ବିବାହ ସମ୍ପର୍କରେ ଚିନ୍ତା କରନ୍ତୁ।

ଟଙ୍କା ସଞ୍ଚୟ:
ଅବିବାହିତ ପୁରୁଷମାନେ ବିନା କୌଣସି ଚିନ୍ତାରେ ଟଙ୍କା ଖର୍ଚ୍ଚ କରିଥାନ୍ତି। ସେମାନେ ଟଙ୍କା ପଇସାକୁ ନେଇ ଜମା ବି କଞ୍ଜୁସି କରି ନ ଥାନ୍ତି। ପରବର୍ତ୍ତୀ ସମୟରେ ସେମାନେ ଟଙ୍କା ଜମାକରି ରଖିଥାନ୍ତି। ଆଉ ଏହି ପରିବର୍ତ୍ତନ ହିଁ ବିବାହ କରିନେବାର ସଙ୍କେତ ଦେଇଥାଏ।

ପ୍ରେମ:
ସମସ୍ତେ ଚାହାନ୍ତି ତାଙ୍କ ଜୀବନରେ ଜଣେ ସ୍ବତନ୍ତ୍ର ଲୋକ ଥାଉ, ଯାହାଙ୍କ ସହ ସେମାନେ ଜୀବନର ସୁଖଦୁଃଖ ବାଣ୍ଟିପାରିବେ। ତେଣୁ ଏହି ଏକ୍‌ଲାପଣ ଦୂର କରିବାକୁ ଜୀବନସାଥୀଟିଏ ଦରକାର।

ଯଦି ଡେଟ୍‌ରେ ଯାଉଛନ୍ତି:
ଯଦି ଆପଣ ବାରମ୍ବାର ଡେଟ୍‌ରେ ଯିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି ତେବେ ଆପଣଙ୍କ ଜୀବନରେ ଜଣଙ୍କର ଆବଶ୍ୟକତା ରହିଛି, ଯାହା ବିବାହ ପରେ ପୂରା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri