ନିଜ ମାତୃଭାଷା ସ୍ବର୍ଗଠାରୁ ମହାନ

ପୁରୀ ଅଫିସ, ୧୨ା୧: ଆଦିକବି ସାରଳା ଦାସ ସମ୍ମିଳନୀ ଅବସରରେ ଶ୍ରୀକ୍ଷେତ୍ରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରୁ ମାଉସୀମା ଛକ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରା ହୋଇଥିଲା। ଉପଜିଲାପାଳ ଭବତାରଣ ସାହୁ ଓ ଟ୍ରାଫିକ ଡିଏସ୍‌ପି ଏମ୍‌. ଶତପଥୀ ଉଦ୍‌ଘାଟନ କରିଥିଲେ। ଏହି ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ର, ସାମାଜିକ କର୍ମୀ, ବୁଦ୍ଧିଜୀବୀ, ଗବେଷକ, ସାହିତି୍ୟକ, ଭାଷାପ୍ରେମୀ ଯୋଗ ଦେଇଥିଲେ। ଏକ ବୌଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ପରିଚାଳକ ବିଶ୍ୱନାଥ ଶତପଥୀ, ସନ୍ଥ, ରାମଚରଣ ଦାସ, ଗବେଷକ ନରେଶ ଦାଶ, ଗୀତିକାର ବଦ୍ରି ମିଶ୍ର, ସାହିତି୍ୟକ ବିପିନ ବିହାରୀ ଦଲାଇ, ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ, ସାମାଜିକ କର୍ମୀ ଗୀତାଞ୍ଜଳି ପଣ୍ଡା, ଜୟନ୍ତୀ ମହାପାତ୍ର, ଦେବୀ ନନ୍ଦ, ବ୍ରଜବନ୍ଧୁ ମହାରଣା, କିନ୍ନର ମହାସଂଘ ସଭାପତି ଦେବକୀ କିନ୍ନର ପ୍ରମୁଖ ଯୋଗ ଦେଇଥିଲେ। ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଲାଭ କରିବା ପରେ ଏହାର ଗୌରବ ବୃଦ୍ଧି ପାଇଛି। ଭାଷାକୁ ନେଇ ଏକ ଜାତି ଗର୍ବ ଅନୁଭବ କରେ। ନିଜ ମାଟି ଓ ମାତୃଭାଷା ହେଉଛି ସ୍ବର୍ଗଠାରୁ ମଧ୍ୟ ମହାନ। ନିଜକୁ ଜଣେ ଓଡ଼ିଆ ବୋଲି ଗର୍ବ କର। ଓଡ଼ିଶାର କଳା ସଂସ୍କୃତି ସ୍ଥାପ୍ଯଯ, ଭାସ୍କଯର୍‌ୟ ବିଶ୍ୱରେ ଉତ୍କଷତା ଲାଭ କରିଛି । ଭାଷା ବଞ୍ଚତ୍ଲେ, ସମାଜ ବଞ୍ଚତ୍ବ ବୋଲି ମତପ୍ରକାଶ ପାଇଥିଲେ। ଛାତ୍ରୀଛାତ୍ରମାନେ ହାତରେ ପ୍ଳାକାର୍ଡ ଧରି ବିିଭିନ୍ନ ସ୍ଲୋଗାନ ଦେଇ ସଚେତନତା ବାର୍ତ୍ତା ବାଣ୍ଟିଥିଲେ। ବରିଷ୍ଠ ଖବରଦାତା ରଞ୍ଜିତ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri