Posted inଖେଳ

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍‌ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି କ୍ରିକେଟରଙ୍କ ସମ୍ପର୍କରେ..

ସାହିଦ୍‌ ଆଫ୍ରିଦ୍‌
ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ତାଙ୍କ ଦାଦାଝିଅ ଭଉଣୀ ନାଦିଆଙ୍କୁ ବିବାହ କରିଛନ୍ତି। ସେମାନଙ୍କର ଅକ୍ସା, ଅଂଶା, ଅଜ୍ୱା ଓ ଅସ୍ମରା ନାମରେ ୪ଝିଅ ଅଛନ୍ତି।

ଇମ୍ରାନ ଖାନ୍‌
ପୂର୍ବତନ ପାକିସ୍ତାନ କ୍ରିକେଟର ତଥା ପ୍ରଧାନନ୍ତନ୍ତ୍ରୀ ଇମ୍ରାନ ଖାନଙ୍କ ପୂର୍ବତନ ସ୍ତ୍ରୀ ପତ୍ନୀ ରେହମ ଖାନ ମଧ୍ୟ ଇମ୍ରାନଙ୍କ ପୂର୍ବରୁ ତାଙ୍କ କକାପୁଅ ଭାଇ ଏଜାଜ ଉଲ ରହେମାନଙ୍କୁ ବିବାହ କରିଥିଲେ।

ସଇଦ୍‌ ଅନଓ୍ବର
୨୦୦୩ ବିଶ୍ୱକପରେ ପାକ ଟିମର ସଫଳ ବ୍ୟାଟ୍ସମ୍ୟାନ ଥିବା ସଇଦ ଅନୱର ଡା. ଲୁବନାଙ୍କୁ ବିବାହ କରିଛନ୍ତି। ଲୁବନା ଅନୱରଙ୍କ କକାଝିଅ ଭଉଣୀ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri