ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର ଓ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି l ଏଥିପାଇଁ ଲକ୍‌ଡାଉନ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ସହରକୁ ସଡ୍‌ଡାଉନ ଘୋଷଣା କରିଛନ୍ତି l ଏହା ସତ୍ତ୍ୱେ ମଧ୍ୟ ବଜାରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଭିଡ଼କୁ ଦୃଷ୍ଟିରେ ରଖି ଏନ୍‌ଏସି ପ୍ରଶାସନ ପକ୍ଷରୁ ପରିବା ଦୋକାନକୁ ହଟାଇ ଦିଆଯାଇଛି l ବିଭିନ୍ନ ୱାର୍ଡ, ସାହିର ପରିବା ବ୍ୟବସାୟୀ ନିଜ ନିଜ ସାହିରେ ପରିବା ଦୋକାନ ଖୋଲି ବିକ୍ରି କରିବା ପାଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ପରାମର୍ଶ ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୧,୪୧୭ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଲା

ଛତ୍ରପୁର, ୫।୪(ଡି.ଏନ.ଏ. )- ବିଦେଶ ଓ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲକୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୩୩୯ ବିଦେଶ ଫେରନ୍ତା...

ପାଲଲହଡା ବିଧାୟକ ମୁକେଶ ପାଲଙ୍କୁ କରୋନା

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ପାଲଲହଡା ବିଧାୟକ ମୁକେଶ କୁମାର ପାଲ। ଏ ନେଇ ସୋସିଆଲ ମିଡିଆରେ ସେ ସୂଚନା ଦେଇଛନ୍ତି। କୌଣସି ଲକ୍ଷଣ ନ...

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ...

ଗଳାକାଟି ହତ୍ୟା କରିଥିବା ଅଭିଯୁକ୍ତ ଧରାପଡ଼ିଲେ

ରାଉରକେଲା ଅଫିସ,୨୧।୧୦: ରାଉରକେଲା ସେକ୍ଟର-୧୯ ଅଞ୍ଚଳରେ ବୁଦା ଭିତରୁ ଗଳାକଟା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ପୋଲିସ...

ବଗିଚାକୁ ଯାଉଥିବା ବେଳେ ୩ ଭାଲୁଙ୍କ ଆକ୍ରମଣ: ବାପ, ପୁଅ ଗୁରୁତର

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ବ୍ରାହ୍ମଣବିଲା ଗ୍ରାମରେ ରବିବାର ଭାଲୁ ଆକ୍ରମଣରେ ବାପ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ...

ରାୟଗଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ମୁନିଗୁଡା,୧୪।୧୧: ରାୟଗଡ଼ା କଳାହାଣ୍ଡି ସୀମା ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କାର୍କାମାର୍କା ଜଙ୍ଗଲରେ ବୁଧବାର ବିଳମ୍ବିତ ରାତିରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ମିଳିତ ସର୍ଚ୍ଚ...

Advertisement
Archives

Model This Week