Posted inଜାତୀୟ

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା ପିଇବାକୁ ଦେଇଥିଲେ। ଏହାର ଏକ ଭିଡିଓ ସେ ତାଙ୍କ ଟୁଇଟର ପେଜ୍‌ରେ ଅପଲୋଡ ମଧ୍ୟ କରିଛନ୍ତି। ଏହାସହ ସେ ଲେଖିଛନ୍ତି ବେଳେବେଳେ ଛୋଟ ଛୋଟ ଖୁସି ବି ଆମ ଜୀବନରେ ଅନେକ ଖୁସି ଭରି ଦେଇଥାଏ। ଯେମିତି ଏହି ଚା’ ପିଇବା। ମମତାଙ୍କ ଏହି ଭିଡିଓଟି ଦେଖିବା ପରେ ଅନେକ ଏହାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ

ପୁଣେ,୨୬ା୧୨(ଏଏଫ୍‌ପି): ମହାରାଷ୍ଟ୍ରରେ ଚାଷୀଙ୍କ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୫ ଏପ୍ରିଲ ୧ରୁ ୨୦୧୯ ମାର୍ଚ୍ଚ...

ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ରେ: ଘରେ ରହି ପାଳନ କରିବାକୁ ସରକାର ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ଏପ୍ରିଲ୍‌...

ବିଏମ୍‌ସିର ବରିଷ୍ଠ ଅଧିକାରୀଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ,୯।୬: ମୁମ୍ବାଇରେ କରୋନା ଭାଇରସ୍‌ ସଂକ୍ରମଣରେ ପୀଡ଼ିତ ହୋଇ ବ୍ରିହାନମୁମ୍ବାଇ ନଗର ନିଗମ(ବିଏମ୍‌ସି)ର ଜଣେ ବରିଷ୍ଠ ଅଧିକାରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତ ଅଧିକାରୀ ଜଣକ...

୫୦ ବର୍ଷ ଧରି ଦେଶ ସେବା କରିଥିଲେ ମିସାଇଲ ମ୍ୟାନ, ମୃତ୍ୟୁ ବେଳକୁ ପାଖରେ ଥିଲା ମାତ୍ର ଏତିକି ଜିନିଷ

ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୫ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା। ତାମିଲନାଡୁର...

ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ: ବ୍ୟବହାର ହେବନି ଲୁହା !

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ଓ ଦେଖାରଖା ପାଇଁ ଗଠିତ ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସୂଚନାରୁ ଜଣାପଡିଛି କି...

ଆରମ୍ଭ ହେଲା ଭାଜପାର ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’

ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ...

ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ

ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି।...

ରେଳମନ୍ତ୍ରୀଙ୍କ ଘରୁ ଚୋରି

ମୁମ୍ବାଇ,୩।୧୦: କେନ୍ଦ୍ର ରେଳ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ଘରୁ ଚୋରି ହୋଇଯାଇଛି। ତାଙ୍କ ମୁମ୍ବାଇସ୍ଥିତ ବାସଭବନରୁ ଚୋରି ହୋଇଥିବା ସେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ...

Coronavirus Update


Archives

Model This Week

Why Dharitri