Posted inଜାତୀୟ

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା ପିଇବାକୁ ଦେଇଥିଲେ। ଏହାର ଏକ ଭିଡିଓ ସେ ତାଙ୍କ ଟୁଇଟର ପେଜ୍‌ରେ ଅପଲୋଡ ମଧ୍ୟ କରିଛନ୍ତି। ଏହାସହ ସେ ଲେଖିଛନ୍ତି ବେଳେବେଳେ ଛୋଟ ଛୋଟ ଖୁସି ବି ଆମ ଜୀବନରେ ଅନେକ ଖୁସି ଭରି ଦେଇଥାଏ। ଯେମିତି ଏହି ଚା’ ପିଇବା। ମମତାଙ୍କ ଏହି ଭିଡିଓଟି ଦେଖିବା ପରେ ଅନେକ ଏହାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ...

ପୋଷଣ ଯୋଜନା ଲାଭ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ, ୩୦ା୬: କେନ୍ଦ୍ର ସରକାରଙ୍କ ପୋଷଣ ଯୋଜନାର ଲାଭ ପାଇବା ପାଇଁ ପିଲାଙ୍କ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଗୁରୁବାର ମହିଳା ଓ ଶିଶୁ ବିକାଶ...

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌,...

ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍‌ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ...

ସିଦ୍ଧୁ ଦରମା ନେଉଛନ୍ତି ହେଲେ କାମ କରୁନାହାଁନ୍ତି: ଭାଜପା ନେତା

ନୂଆଦିଲ୍ଲୀ,୯।୭: ପଞ୍ଜାବରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ରାଜନୈତିକ ଟଣା ଓଟରା ଲାଗି ରହିଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସିଦ୍ଧୁଙ୍କ...

ସିଜେଆଇଙ୍କ ନୂଆ ତାଲିକା ବ୍ୟବସ୍ଥାରେ ଖଣ୍ଡପୀଠ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୬।୯:ଦୀର୍ଘବର୍ଷ ଧରି ସୁପ୍ରିମକୋର୍ଟରେ ପଡ଼ିରହିଥିବା ହଜାର ହଜାର ମାମଲାର ତ୍ୱରିତ୍‌ ଫଇସଲା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତ ମାମଲାଗୁଡ଼ିକର ଶୁଣାଣି ପାଇଁ...

ବସ୍‌-ଏସ୍‌ୟୁଭି ଧକ୍କାରେ ୧୧ ମୃତ

ଭୋପାଳ,୫ା୧୧: ମଧ୍ୟପ୍ରଦେଶର ବେଟୁଲ୍‌ ଜିଲାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ଶ୍ରମିକ। ସେମାନେ ଏସ୍‌ୟୁଭିରେ...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ପଞ୍ଚମ ପର୍ଯ୍ୟାୟରେ ସବୁଠାରୁ ଅଧିକ ଅପରାଧି ପ୍ରାର୍ଥୀ

ଲକ୍ଷ୍ନୌ,୨୨ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବାକୁ ଆଉ ଗୋଟିଏ ଦିନ...

Advertisement
Archives

Model This Week