Posted inଜାତୀୟ

ନିଟ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଜୀବନ ହାରିଲେ ୩ ଛାତ୍ରୀ

ନୂଆଦିଲ୍ଲୀ,୭।୬: ନିଟ୍‌ (NEET) ପରୀକ୍ଷାରେ ଅକୃତ କାର୍ଯ୍ୟ ହେବାରୁ ଏବେସୁଦ୍ଧା ୩ ଜଣ ଛାତ୍ରୀ ଜୀବନ ହାରିଥିବା ସୂଚନା ମିଳିଛି। ଗୁରୁବାର ତାମିଲନାଡୁର ଭିଲୁପୁରମରେ ୧୮ ବର୍ଷୀୟା ଜଣେ ଯୁବତୀ ନିଜ ଘରେ ଫାଶି ଲଗାଇଥିବା ଜଣାପଡିଥିଲା। ବୁଧବାର ଏହି ସର୍ବଭାରତୀୟ ମେଡିକାଲ ଏଣ୍ଟ୍ରାନ୍ସ ପରୀକ୍ଷାର ଫଳ ପ୍ରକାଶ ପାଇବା ପରେ ତାମିଲନାଡୁରେ ଆଉ ଜଣେ ଯୁବତୀ ଆତ୍ମହତ୍ୟା କରିଥିଲେ। ଦ୍ୱିତୀୟ ଥର ଲାଗି ସେ ଏଥିରେ ଅକୃତକାର୍ଯ୍ୟ ହେବାରୁ ସେ ଆତ୍ମହତ୍ୟା କରିଥିବା ଜଣାପଡିଥିଲା। ତେବେ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ପିଲାମାନେ ଏଥିପାଇଁ କୋଚିଂରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଅକୃତକାର୍ଯ୍ୟ ହେବାରୁ ଜୀବନ ହାରୁଥିବା ଏବେ ଚିନ୍ତାର କାରଣ ପାଲଟିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ...

ବୈଠକ ଅଧାରୁ ପଳାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬।୧୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ସଂସଦ କମିଟି ଆଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରାହୁଲ ଏବଂ ଅନ୍ୟ ଦୁଇ କଂଗ୍ରେସ ନେତା...

ମୁମ୍ବାଇ ବିମାନବନ୍ଦରରେ ୬୧ କିଲୋ ସୁନା ଜବତ

ମୁମ୍ବାଇ,୧୩।୧୧:ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମାଶୁଳ୍କ ଅଧିକାରୀମାନେ ୬୧ କିଲୋଗ୍ରାମ ସୁନା ଜବତ କରିଛନ୍ତି, ଯାହାର ମୂଲ୍ୟ ୩୨ କୋଟି ଟଙ୍କା। ବିମାନବନ୍ଦରରେ...

ପିଓକେ-ଗିଲ୍‌ଗିଟ୍‌କୁ ଲୋକ ସଭା ଆସନ ଘୋଷଣା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ: ପୂର୍ବ ‘ର’ ଅଧିକାରୀଙ୍କୁ ୫୦ ହଜାର ଜରିମାନା

ନୂଆଦିଲ୍ଲୀ,୧।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଏବଂ ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଲୋକ ସଭା ଆସନ ଭାବେ ଘୋଷଣା କରିବା ଆବେଦନ ସୁପ୍ରିମ୍‌କୋର୍ଟରେ ସୋମାବାର ଖାରଜ ହୋଇଯାଇଛି। ଏହି ମାମଲାରେ...

‘ମାନସିକତା ବଦଳାନ୍ତୁ ଦକ୍ଷିଣ ଏସୀୟ ରାଷ୍ଟ୍ର’

ନୂଆଦିଲ୍ଲୀ,୫ା୧୦ (ପି.ଟି.): ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକ ସଂଖ୍ୟାଗରିଷ୍ଠ-ସଂଖ୍ୟାଲଘୁ ମାନସିକତାରେ ପରିବର୍ତ୍ତନ ଆଣିବାକୁ ହେବ ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଶୁକ୍ରବାର କହିଛନ୍ତି। ବହୁଳତାବାଦ ହେଉଛି...

୪୦ ତଳେ ଦୈନିକ ସଂକ୍ରମଣ, ମାର୍ଚ୍ଚ ୨୦୨୦ ପରେ ସର୍ବନିମ୍ନ…

ନୂଆଦିଲ୍ଲୀ, ୨୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ...

ସାଧୁ-ମହାତ୍ମା ବେଶରେ ବୁଲୁଛନ୍ତି ପାକିସ୍ତାନୀ ଏଜେଣ୍ଟ୍‌, ଚେତାବନୀ ଜାରି କଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୦।୧୧: ନକଲି ବାବା ଏବଂ ଆଧ୍ୟାତ୍ମିକ ଗୁରୁଙ୍କଠାରୁ ସାବଧାନ ରହିବାକୁ ଚେତାବନୀ ଜାରି କରିଛି ଭାରତୀୟ ସେନା। ପାକିସ୍ତାନ ଗୋଇନ୍ଦା ଅପରେଟର(ପିଆଇଓ)ମାନେ ସାଧୁ-ମହାତ୍ମା ବେଶରେ ବୁଲୁଛନ୍ତି,...

ନୂଆ ଦଳ ଘୋଷଣା କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୬।୯: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ‘ଡେମୋକ୍ରାଟିକ ଆଜାଦ...

Advertisement
Archives

Model This Week