ନିବେଶକଙ୍କ ଲାଭ ୭.୬୮ ଲକ୍ଷ କୋଟି

ମୁମ୍ବାଇ,୧। ୫: ଗୁରୁବାର ଭାରତୀୟ ପୁଞ୍ଜିବଜାରର ସେନ୍‌ସେକ୍ସ ୯୯୭ ପଏଣ୍ଟ ବଢିଛି। ଗତ ୪ ଦିନ ଧରି ଶେୟାର ବଜାରରେ କାରବାର ଉନ୍ନତ ରହିବାରୁ ନିବେଶକଙ୍କ ସମ୍ପତ୍ତି ୭.୬୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ନଜରକୁ ଆସିଛି। ଗୁରୁବାର କାରବାରରେ ସେନ୍‌ସେକ୍ସ ୯୯୭.୪୬ ପଏଣ୍ଟ ବା ୩.୦୫% ବଢି ୩୩,୭୧୭.୬୨ ପଏଣ୍ଟ ଛୁଇଁଛି। ଗତ କିଛି ସେସନରେ ସେନ୍‌ସେକ୍ସ ୨୩୯୦. ୪୦ ପଏଣ୍ଟ ବା ୭.୬୩% ବଢ଼ିଥିବା ପୁଞ୍ଜି ବଜାର ଡାଟାରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ଝଟକା; ମହଙ୍ଗା ହେଲା ଚିନି, ମାସକରେ ବଢ଼ିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୪।୧୧: ପାର୍ବଣ ଋତୁରେ ଚିନିର ଯୋଗାଣ ବଢ଼ାଇବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ ମଧ୍ୟ ଖୁଚୁରା ଓ ପାଇକାରୀ ବଜାରରେ ଚିନି ଦର ବୃଦ୍ଧି ପାଇଛି…

ଡଲାବାଡ଼ିକୁ ପାନୀୟ ଜଳ ଯୋଗାଣ ଦାବିରେ ଏକାଠି ହେଲେ ଗ୍ରାମବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ…

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡଲାବାଡ଼ି ଗ୍ରାମରେ ସୋଲାର ଚାଳିତ ବୋରିଂ ଓ ପାଣି ଟାଙ୍କି ନିର୍ମାଣ କରି ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ…

ଧନତେରସରେ ଲକ୍ଷ୍ମୀ ନାରାୟଣ ରାଜଯୋଗ: ୩ ରାଶିକୁ ଫାଇଦା ହିଁ ଫାଇଦା, ପ୍ରଚୁର ଧନଲାଭ!

ଧନତେରସର ପର୍ୱ ଏଥର ଜ୍ୟୋତିଷୀୟ ଦୃଷ୍ଟିକୋଣରୁ ମଧ୍ୟ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଜ୍ୟୋତିଷ ଗଣନା ଅନୁଯାୟୀ, ଏହି ଅବସରରେ ବୁଧ ଏବଂ ଶୁକ୍ରଙ୍କ ଯୁତି ଫଳରେ…

ଆସୁଛି ଦୀପାବଳି: ଜନବସତି ଭିତରେ ବେଆଇନ ବାଣ କାରଖାନା, ପ୍ରଶାସନିକ ଅନୁମତି ବିନା ଚାଲିଛି ବାଣ ଭିଡ଼ା

ମହାକାଳପଡ଼ା,୪ା୧୧(ପ୍ରତାପ ): ଆସୁଛି ଆଲୋକର ପର୍ବ ଦୀପାବଳି। ଖୁସି ଓ ଉତ୍ସାହର ଏହି ପରିବେଶ ଭିତରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚିନ୍ତାଜନକ ସ୍ଥିତି…

ବିରାଟଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ; ୫ ୱିକେଟ୍‌ରେ ହାରିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ ହୋଇଛି । ବୁଧବାର ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା ମ୍ୟାଚ୍‌ରେ ଡକ୍‌ୱର୍ଥ-ଲୁଇସ୍‌-ଷ୍ଟର୍ନ (DLS) ନିୟମ…

୩ଟି ଦାମୀ କାର୍‌ରୁ ୬୭ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ, ୬ ଗିରଫ

ଖୋର୍ଦ୍ଧା, ୪।୧୧ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବିରୋଧରେ ଚଢ଼ାଉ କରି ପୋଲିସ ୩ଟି ଦାମୀ କାର୍‌ରୁ…

ମାଲକାନଗିରିରେ ଲଗାଣ ବର୍ଷାର କୋପ: ପୁରୀଗୁଡ଼ା ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର, ଭୟଭୀତ ଗ୍ରାମବାସୀ

ମାଲକାନଗିରି,୪।୧୧(ଦୁର୍ଯ୍ୟୋଧନ ପାତ୍ର): ଲଗାଣ ବର୍ଷାର ପ୍ରଭାବରେ ମାଲକାନଗିରି ଜିଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ପ୍ରାକୃତିକ ବିପତ୍ତିର ଆଶଙ୍କା ସୃଷ୍ଟି ହୋଇଛି। ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ…

ବଢୁଛି ରାମଚରଣଙ୍କ କ୍ରେଜ୍‌: ଗୋଟିଏ ଫିଲ୍ମ ପାଇଁ ଡିମାଣ୍ଡ୍‌ କଲେ ଏମିତି କୋଟି

୨୦୨୭ ମସିହା ଦକ୍ଷିଣ ଭାରତୀୟ ସିନେମା ଜଗତ ପାଇଁ ଖାସ ହେବାକୁ ଯାଉଛି। ମହେଶ ବାବୁଙ୍କ ‘ବାରାଣସୀ’ଠାରୁ ଆରମ୍ଭ କରି ଅଲ୍ଲୁ ଅର୍ଜୁନ, ପ୍ରଭାସ ଓ ଜୁନିୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?