ନିବେଶକଙ୍କ ଲାଭ ୭.୬୮ ଲକ୍ଷ କୋଟି

ମୁମ୍ବାଇ,୧। ୫: ଗୁରୁବାର ଭାରତୀୟ ପୁଞ୍ଜିବଜାରର ସେନ୍‌ସେକ୍ସ ୯୯୭ ପଏଣ୍ଟ ବଢିଛି। ଗତ ୪ ଦିନ ଧରି ଶେୟାର ବଜାରରେ କାରବାର ଉନ୍ନତ ରହିବାରୁ ନିବେଶକଙ୍କ ସମ୍ପତ୍ତି ୭.୬୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ନଜରକୁ ଆସିଛି। ଗୁରୁବାର କାରବାରରେ ସେନ୍‌ସେକ୍ସ ୯୯୭.୪୬ ପଏଣ୍ଟ ବା ୩.୦୫% ବଢି ୩୩,୭୧୭.୬୨ ପଏଣ୍ଟ ଛୁଇଁଛି। ଗତ କିଛି ସେସନରେ ସେନ୍‌ସେକ୍ସ ୨୩୯୦. ୪୦ ପଏଣ୍ଟ ବା ୭.୬୩% ବଢ଼ିଥିବା ପୁଞ୍ଜି ବଜାର ଡାଟାରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କ କ୍ଷତି ୧.୪ ଲକ୍ଷ କୋଟି

  ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର କ୍ଷତି ବଢ଼ି ଚାଲିଛି। ୨୦୧୯ ମାର୍ଚ୍ଚ ଶେଷ ସୁଦ୍ଧା ମୋଟ ୧୮୯ ରାଷ୍ଟ୍ରାୟତ୍ତ କମ୍ପାନୀ ୧.୪୦ ଲକ୍ଷ କୋଟି ଟଙ୍କା...

୪,୮୦୦ କୋଟି ନିବେଶ କରିବ ଟୟୋଟା

ନୂଆଦିଲ୍ଲୀ,୯।୫: ଟୟୋଟା ଗ୍ରୁପ ଅଫ କମ୍ପାନୀ ଏବଂ ଏହାର ଆନୁଷଙ୍ଗିକ କମ୍ପାନୀ ଟିଆଇଇଆଇ ମିଳିତ ଭାବେ କର୍ନାଟକରେ ୪,୮୦୦ କୋଟି ଟଙ୍କା ନିବେଶ କରିବେ। ଏ ନେଇ...

କୋଭିଡ୍‌ ପ୍ରଭାବ କମାଇବା ନେଇ ସରକାରଙ୍କ ଯୋଜନା: ଖର୍ଚ୍ଚ ଉପରେ ରହିପାରେ ଫୋକସ

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ଯୋଗୁ ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ...

ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସରକାରୀ ତୁଳନାରେ ୭ ଗୁଣ ଅଧିକ

ନୂଆଦିଲ୍ଲୀ,୨୫-୧୧: ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସାଧାରଣତଃ ଅଧିକ ରହିଥିବା ପ୍ରାୟ ସମସ୍ତଙ୍କୁ ଜଣା। ଏହି ହସ୍ପିଟାଲଗୁଡିକରେ ହାରାହାରି ଚିକିତ୍ସା ଖର୍ଚ୍ଚ ସରକାରୀ ହସ୍ପିଟାଲ ତୁଳନାରେ...

ବେଜୋସ୍‌ଙ୍କୁ ଟପିଲେ ଏଲନ୍‌ ମସ୍କ

ନୂଆଦିଲ୍ଲୀ: ଟେସ୍‌ଲା ଇଙ୍କ୍‌ ଏବଂ ସ୍ପେଶ୍‌ ଏକ୍ସର ପ୍ରତିଷ୍ଠାତା ଏଲନ୍‌ ମସ୍କ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କୁ ଟପି ବିଶ୍ୱର ସବୁଠାରୁ ଧନଶାଳୀ ବ୍ୟକ୍ତିର ସ୍ଥାନ...

ବ୍ୟାଙ୍କ ପାଇବେ ୨୦ ହଜାର କୋଟିର ପୁଞ୍ଜି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବ୍ୟାଙ୍କଗୁଡିକ ବର୍ତ୍ତମାନ ବିଭିନ୍ନ ଚ୍ୟାଲେଞ୍ଜ ସ୍ଥିତି ଦେଇ ଗତି କରୁଛନ୍ତି। ଏହି ସମସ୍ୟାକୁ ଧ୍ୟାନରେ ରଖି ସରକାର ବ୍ୟାଙ୍କଗୁଡିକରେ ପୁଞ୍ଜି ପ୍ରଦାନ...

ବଦଳିଲା ବିମାନ ଯାତ୍ରା ନିୟମ, ଜାଣନ୍ତୁ କାହାକୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୧୨।୭ : ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିମାନ ଯାତ୍ରା ସଂକ୍ରାନ୍ତ ନିୟମରେ କିଛି ପରିବର୍ତ୍ତନ କରାଯାଇଛି। ନୂଆ ନିୟମ ମୁତାବକ ବିମାନ ଯାତ୍ରା...

ସମର୍ଥ ଯୋଜନାରେ ୪ ଲକ୍ଷ ଲୋକଙ୍କୁ ମିଳିବ ପ୍ରଶିକ୍ଷଣ;ଓଡ଼ିଶା ସମେତ ୧୮ ରାଜ୍ୟ ସହ ବୟନ ଶିଳ୍ପ ମନ୍ତ୍ରଣାଳୟର ଚୁକ୍ତି

ନୂଆଦିଲ୍ଲୀ,୧୫-୮: ବୟନଶିଳ୍ପ କ୍ଷେତ୍ରରେ ଯୁବତୀଯୁବକଙ୍କୁ ଦକ୍ଷ କରିବା ଲାଗି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ଏକ ‘ସମର୍ଥ ଯୋଜନା’ ହାତକୁ ନିଆଯାଇଛି। ଏହି ଯୋଜନା ଅଧୀନରେ...

Advertisement
Archives

Model This Week