ନିବେଶକଙ୍କ ୩.୨୦ ଲକ୍ଷ କୋଟି ଘାଟା

ନୂଆଦିଲ୍ଲୀ, ୨।୪: ୨୦୨୦-୨୧ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ ଦେଶର ପୁଞ୍ଜି ବଜାର କାରବାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ନିମ୍ନରେ ରହିବା ଯୋଗୁ ନିବେଶକମାନେ ୩.୨୦ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ଏହି ସମୟରେ ସେନସେକ୍ସ ୧୨୦୩.୧୮ ପଏଣ୍ଟ ବା ୪.୦୮% ଖସିଛି। ବୁଧବାର ପୁଞ୍ଜି ବଜାରର ସୂଚକାଙ୍କ ୨୮,୨୬୫.୩୧ ସ୍ତରରେ ରହିଛି। ୨୦୧୯-୨୦ ଆର୍ଥତ୍କ ବର୍ଷ ଶେଷ ଦିନ କାରବାରରେ ସେନ୍‌ସେକ୍ସ ୧୦୦୦ ପଏଣ୍ଟରୁ ଉର୍ଦ୍ଧ୍ୱ କାରବାର କରିବାକୁ ସକ୍ଷମ ହୋଇଥିଲା। ଭାରତରେ କରୋନା ମାମଲା ବଢି ଚାଲିଥିବାରୁ ବଜାରରେ ଏଭଳି ସ୍ଥିତି ଉପୁଜିଛି ବୋଲି ରେଲିଗାରେ ବ୍ରୋକିଂ ଲିମିଟେଡର ଉପସଭାପତି ଅଜିତ ମିଶ୍ର କହିଛନ୍ତି। କରୋନା ଭାଇରସ ଜନିତ ବିଶ୍ୱରେ ମାନ୍ଦାବସ୍ଥା ସ୍ଥିତି ନେଇ ନିବେଶକମାନେ ଏବେ ଆଶଙ୍କାରେ ରହିଛନ୍ତି। ବିଏସ୍‌ଇର ମିଡ କ୍ୟାପ ଏବଂ ସ୍ମଲ କ୍ୟାପ୍‌ ସୂଚୀ ଯଥାକ୍ରମେ ୨.୧୮% ଏବଂ ୧.୦୬% ଖସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri