ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ

ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି ପରିବେଶ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୟୁଏସ୍‌ ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମରେ ସୂଚନା ଦେଇଛନ୍ତି। ଦେଶରେ ସଂସ୍କାର ଧାରାକୁ ସରକାର ଜାରି ରଖିବା ସହ ନିବେଶକ ଉପଯୋଗୀ ନୀତି ଉପରେ ଫୋକସ୍‌ ରଖାଯାଇଥିବା ସେ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇପାରିଛି। ଏଠାରେ କୁଶଳୀ ଶ୍ରମଶକ୍ତି ରହିଛନ୍ତି। ଭାରତ ଏକ ସ୍ବଚ୍ଛ ଏବଂ ମୁକ୍ତ ସମାଜ ହୋଇ ଥିବାରୁ ନିବେଶକମାନେ ନିବେଶ ଲାଗି ଆଗେଇ ଆସିବାକୁ ସେ ଆହ୍ବାନ ଜଣାଛନ୍ତି। ସରକାର କର୍ପୋରେଟ କ୍ଷେତ୍ରର ସମସ୍ୟାକୁ ଶୁଣିବା ସହ ଏହାର ସମାଧାନ ଲାଗି ପ୍ରୟାସ କରୁଛନ୍ତି। ଏହାବାଦ ଦେଶର ବିତ୍ତିୟ ନିଅଣ୍ଟ ଧାରାକୁ ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରେ ରଖିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ମାନ୍ଦାବସ୍ଥା ଉପରେ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବଜେଟ ସମୟ ପର୍ଯ୍ୟନ୍ତ ଅପେକ୍ଷା ନ କରି ପ୍ରଭାବିତ କ୍ଷେତ୍ରର ସମସ୍ୟା ସମାଧାନକୁ ନଜରରେ ରଖାଯାଇଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?