ନିଯୁକ୍ତି ଦାବିରେ ଖଣି ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ମଲ୍ଲିବନ୍ଧ ଗ୍ରାମବାସୀ

ତାଳଚେର,୨୩।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ମଲ୍ଲିବନ୍ଧ ଗ୍ରାମବାସୀ ଖଣିରେ ନିଯୁକ୍ତି ଦାବିରେ ବୁଧବାର ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ହିଙ୍ଗୁଳା କୋଇଲା ଖଣିି କାର୍ଯ୍ୟ ସହ କୋଇଲା ପରିବହନ, ଉତ୍ତୋଳନ ବନ୍ଦ ରହିଛି। ବାରମ୍ବାର ଦାବି ଓ ଅଭିଯୋଗ କରିଆସୁଥିଲେ ସୁଦ୍ଧା ଗ୍ରାମର ଜମିହରା କ୍ଷତିଗ୍ରସ୍ତମାନଙ୍କୁ କୌଣସି ସୁଫଳ ନ ମିଳିବାରୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ…

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR)…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର…

ଲଦାଖକୁ ନେପାଳ, ବାଂଲାଦେଶ କରିବାକୁ ଚାହୁଁଥିଲେ ୱାଙ୍ଗଚୁକ!

ନୂଆଦିଲ୍ଲୀ,୨।୨: ଲଦାଖର ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଅଟକ ରଖିବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସୋମବାର ଏହି…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri