ନିଯୁକ୍ତି ଦାବିରେ ଲୋଡିଂ ବନ୍ଦ କଲେ ସ୍ଥାନୀୟବାସିନ୍ଦା: ପୋଲିସ ପକ୍ଷରୁ ଲାଠି ଚାର୍ଜ ଅଭିଯୋଗ

କେନ୍ଦୁଝର,୨୨।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ନୂଆଗାଁ ପଞ୍ଚାୟତ ଗୁହାଲଡିହି ସାଇଡିଂରେ ନିଯୁକ୍ତି ଦାବିରେ ଶୁକ୍ରବାର ସ୍ଥାନୀୟଲୋକେ କାରଖାନାକୁ ଟ୍ରକରେ ହେଉଥିବା ଲୋଡିଂକୁ ବନ୍ଦ କରିଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରି  ଆନ୍ଦୋଳନକାରୀମାନେ ରାସ୍ତା ଅବରୋଧ କରି ଆନ୍ଦୋଳନରେ ବସିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଜାରି ରଖିଛି। ଅନ୍ୟପକ୍ଷେ ପୋଲିସ ଆନ୍ଦୋଳନକାରୀଙ୍କୁ ଘଉଡାଇବା ପାଇଁ ଲାଠି ଚାର୍ଜ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସଦର ଥାନା ଅଧିକାରୀ ଜୟନାରାୟଣ ଖଣ୍ଡେଇ କହିଛନ୍ତି, ରାସ୍ତା ଅବରୋଧ ହଟାଇ ଟ୍ରକ ଚଳାଚଳ ଆରମ୍ଭ କରାଯାଇଛି। କୌଣସି ଲାଠି ଚାର୍ଜ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା…

କେନ୍ଦୁଝରରେ ଧର୍ମଘଟ: ଏଆଇଟିୟୁସି କର୍ମୀ ବାଇକ୍‌ରେ ବୁଲି ବୁଲି ଦୋକାନ ବଜାର ବନ୍ଦ ପାଇଁ କଲେ ଅନୁରୋଧ

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଫେବୃଆରୀ ୧୨ ତାରିଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ କେନ୍ଦୁଝର ଜିଲାର ସଦର ମହକୁମା ସମେତ ଖଣି ଅଞ୍ଚଳ ଯୋଡ଼ା, ବଡ଼ବିଲ,…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri