Posted inଜାତୀୟ

ନିଯୁକ୍ତି ଦେବାକୁ ଚାହୁଁନାହାନ୍ତି ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି ଉଭୟ ଭାଜପା ଏବଂ ଏଏପିର ଲକ୍ଷ୍ୟ, ଯାହାକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ପ୍ରଥମଥର ପାଇଁ ଏକ ସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ଦେଶର ଅର୍ଥନୀତି ଉଜୁଡ଼ିଗଲାଣି। ବେରୋଜଗାରୀ ସମସ୍ୟା ବଢ଼ିବାରେ ଲାଗିଛି। ହେଲେ ଭାଜପା ଏଥିପାଇଁ କିଛି କରୁନାହିଁ, ଅଥଚ ହିଂସାକୁ ପ୍ରୋତ୍ସାହନ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଡିରେ ହାଜର ହେଲେ ରିୟା

ମୁମ୍ବାଇ,୭।୮: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ଅଭିନେତ୍ରୀ ତଥା ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତି ଶୁକ୍ରବାର ମୁମ୍ବାଇ ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାଳରେ ହାଜର ହୋଇଛନ୍ତି।...

ଗଡସେ-କସାବଙ୍କୁ ରାଜୀବଙ୍କ ସହ ତୁଳନା କଲେ ଭାଜପା ନେତା

ନୂଆଦିଲ୍ଲୀ,୧୭।୫: ଭୋପାଳର ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପରେ ଆରମ୍ଭ ହୋଇଛି ଶୀତଳ...

ଜେଲେନସ୍କିଙ୍କ ସହ ସିଧା କଥା ହେବାକୁ ପରାମର୍ଶ ଦେଲେ

ନୂଆଦିଲ୍ଲୀ,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଏହି ଆଲୋଚନା ବେଳେ ମୋଦି...

୧୨୦୧ ପ୍ରାର୍ଥୀଙ୍କ ନାଁରେ ଅପରାଧ ମାମଲା

ନୂଆଦିଲ୍ଲୀ,୩ା୧୧: ବିହାର ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ୧,୨୦୧ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୯୧୫ଟି ଗୁରୁତର ମାମଲା ବୋଲି ବିହାର...

ସରକାର ଭାଙ୍ଗିବା ପାଇଁ ଲାଲୁଙ୍କ ସହ ହୋଇଥିଲା କଥାବାର୍ତ୍ତା: ଲଲନ ପାଶଓ୍ବାନ

ପାଟନା,୨୫।୧୧: ବିହାର ବିଧାନସଭା ବାଚସ୍ପତି ଭାବେ ଏନ୍‌ଡିଏର ବିଜୟ ସିହ୍ନା ନିର୍ବାଚିତ ହୋଇଛନ୍ତି। ବୁଧବାର ବାଚସ୍ପତି ନିର୍ବାଚନ ପୂର୍ବରୁ ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବଙ୍କ...

ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ...

ଜାତୀୟ ସଂଗୀତ ଗାନ ବେଳେ ଛିଡ଼ା ହେଲେ ମମତା

ନନ୍ଦିଗ୍ରାମ (ପଶ୍ଚିମବଙ୍ଗ), ୩୦।୩ : ହାଇ ଡ୍ରାମା ସହ ମଙ୍ଗଳବାର ନନ୍ଦିଗ୍ରାମ ଆସନ ପାଇଁ ପ୍ରଚାର ଶେଷ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗୋଡ଼ଜନିତ...

କରୋନା ଭାଇରସ ପାଇଁ ଜାରି ହେଲା ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌ ନମ୍ବର

ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲାଣି ୧୦୮। ଏବେ ସୁଦ୍ଧା ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪ ଜଣ...

Advertisement
Archives

Model This Week