ନିରଞ୍ଜନଙ୍କ ବିରୋଧରେ ଦିଲ୍ଲୀ ଗଲେ ୬ ନେତ୍ରୀ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଦବୀରୁ ହଟାଇବା ପାଇଁ ଦଳର କେତେଗୁଡ଼ିଏ ଗୋଷ୍ଠୀ ସମ୍ପୂର୍ଣ୍ଣ ସକ୍ରିୟ ହୋଇପଡ଼ିଛନ୍ତି। ନିକଟରେ ଗୋଟିଏ ଗୋଷ୍ଠୀ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ନିରଞ୍ଜନଙ୍କୁ ନ ହଟାଇଲେ ଦଳ ଆଗକୁ ବଢ଼ିପାରିବ ନାହିଁ, ବୁଡ଼ିଯିବ ବୋଲି ଅଭିଯୋଗ କରି ଫେରିଥିଲେ। ଏବେ ପୁଣିଥରେ ଆଉ ଗୋଟିଏ ଗୋଷ୍ଠୀ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ଗୋଷ୍ଠୀରେ ପିସିସିର ପୂର୍ବତନ ଶୃଙ୍ଖଳା କମିଟି ଅଧ୍ୟକ୍ଷା ସା ମହାପାତ୍ର, ଗିରିବାଳା ବେହେରା, ଫରିଜାନା ତବସୁମ, ଶୈଳବାଳା ଜେନା, ବିଶ୍ୱକଲ୍ୟାଣୀ କର ଏବଂ ଆରତି ସ୍ବାଇଁ ଅଛନ୍ତି ବୋଲି ଜଣେ ନେତା ସୂଚନା ଦେଇଛନ୍ତି। ଏମାନେ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ମହିଳା କଂଗ୍ରେସର ନେତ୍ରୀମାନେ ଦିଲ୍ଲୀରେ ଦଳର ବହୁ ଆଗ ଧାଡ଼ିର ନେତାଙ୍କୁ ଭେଟିବା ସହିତ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ଭେଟିବେ ବୋଲି ଜଣାପଡିଛି। ଏହି ଟିମ୍‌ ମଧ୍ୟ ମହମ୍ମଦ ମୋକିମଙ୍କୁ ପିସିସି ସଭାପତି କରିବା ଲାଗି ଦାବି ରଖିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ...

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବ୍ରିଜ୍‌, ପ୍ରତିଦିନ ଏହା ଉପରେ ଯାତାୟାତ କରୁଛି ଲକ୍ଷାଧିକ ଗାଡ଼ି, ତଥାପି ରହିଛି ଦୃଢ଼

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri