Posted inଖେଳ

ନିରପେକ୍ଷ ଭେନ୍ୟୁ ପ୍ରସ୍ତାବକୁ ପିସିବିର ଆଗ୍ରାହ୍ୟ

ଲାହୋର,୧୩।୯: ଶ୍ରୀଲଙ୍କା ଦଳର ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ ନେଇ ଅନିଶ୍ଚିତତା ଜାରି ରହିଛି। ଏହି ସିରିଜ୍‌କୁ କୌଣସି ନିରପେକ୍ଷ ଭେନ୍ୟୁରେ ଆୟୋଜନ କରିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଗ୍ରାହ୍ୟ କରିଦେଇଛି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଅଫିସକୁ ଆତଙ୍କବାଦୀ ଆକ୍ରମଣ ଧମକ ଆସିବା ପରେ ଚଳିତ ମାସରେ ହେବାକୁ ଥିବା ପାକିସ୍ତାନ ଗସ୍ତ ଉପରେ ସଙ୍କଟର କଳାବାଦଲ ଦେଖାଦେଇଛି। ଏହାପରେ ପୁଣି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ କହିଛି ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି)। ଅନ୍ୟପକ୍ଷରେ ଏକ ରିପୋର୍ଟ ଅନୁଯାୟୀ, ପିସିବି ଏହି ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ଏହି ସିରିଜ୍‌ ନ୍ୟୁଟ୍ରାଲ ଭେନ୍ୟୁରେ ଆୟୋଜନ କରାଗଲେ ଅନ୍ତର୍ଜାତୀୟ କ୍ରିକେଟକୁ ଦେଶରେ ପୁଣି ଥରେ ଆରମ୍ଭ କରିବା ଲକ୍ଷ୍ୟରେ ପିସିବିକୁ ଶକ୍ତ ଧକ୍କା ଲାଗିବ। ଏହାର ପ୍ରଭାବ ପିଏସ୍‌ଏଲ୍‌ରେ ବିଦେଶୀ ଖେଳାଳିଙ୍କ ଉପରେ ପଡ଼ିବ। ଏଣୁ କୌଣସି ନ୍ୟୁଟ୍ରାଲ ଭେନ୍ୟୁରେ ସିରିଜ୍‌ ଖେଳାଯିବାର ପ୍ରଶ୍ନ ଉଠୁ ନାହିଁ। ଶ୍ରୀଲଙ୍କା ୩ ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ସିରିଜ୍‌ କରାଚୀ ଓ ଲାହୋରଠାରେ ଚଳିତ ମାସ ୨୭ରୁ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କଠାରୁ ଧୋନୀ: ଏହି ୫ ଖେଳାଳି ସେନା ପୋଷାକ ପିନ୍ଧି ଉଡାଇଥିଲେ ତ୍ରିରଙ୍ଗା

ଭାରତୀୟ କ୍ରିକେଟ ଦଳର ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ଭାରତୀୟ ସେନାରେ ନିଜକୁ ସାମିଲ କରିଛନ୍ତି। ହେମୁ ଅଧିକାରୀ, ମହେନ୍ଦ୍ର ସିଂ ଧୋନୀ, ସଚିନ...

ଅଶ୍ୱିନଙ୍କ ପରିବାରରେ ୧୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୩୦।୪ : ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଚଳିତ ଆଇପିଏଲ ମଧ୍ୟରୁ ଓହରିବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି। ତାଙ୍କ ପରିବାରର ୧୦...

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଟ୍ରାଏଲ୍ସରେ ମେରୀକମ୍‌-ଜରିନ୍‌ ମୁକାବିଲା

ନୂଆଦିଲ୍ଲୀ, ୨୭।୧୨(ପି.ଟି.)- ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସ କ୍ୱାଲିଫାୟର ପାଇଁ ଭାରତର ଦୁଇ ମହିଳା ତାରକା ବକ୍ସର ମେରୀକମ ଓ ନିଖାତ ଜରିନ୍‌...

ଜୟନ୍ତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୧ (କ୍ରୀଡ଼ା ପ୍ରତିନିଧି): ପର୍ତ୍ତୁଗାଲରେ ଚାଲିଥିବା ଆଇଡବ୍ଲ୍ୟୁଏଏସ୍‌ (ଇଣ୍ଟରନ୍ୟାଶନାଲ ହୁଇଲଚେୟାର ଆଣ୍ଡ ଆମ୍ପ୍ୟୁଟି ସ୍ପୋଟର୍‌ସ) ଓ୍ବାଲର୍‌ଡ ଗେମ୍ସର ଟି୪୬/୪୭ ମହିଳା ୨୦୦ ମିଟର ରେସ୍‌ରେ...

କେବଳ ହାର୍ଦ୍ଦିକ ପାଣ୍ଡ୍ୟା ନୁହଁନ୍ତି, କୋହଲି ବି ପିନ୍ଧନ୍ତି ଦାମୀ ଘଣ୍ଟା

ମୁମ୍ବାଇ,୧୭।୧୧: ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ ବିଶ୍ୱକପ୍‌ ସାରି ଭାରତକୁ ଫେରିବାବେଳେ କଷ୍ଟମ ବିଭାଗ ଦ୍ୱାରା ଧରାପଡିଛନ୍ତି। ହାର୍ଦ୍ଦିକ ଦୁବାଇରୁ...

ମିଆଁଦାଦଙ୍କ ଭଳି କୋହଲି ସାଥୀ ଖେଳାଳିଙ୍କୁ ଉତ୍ସାହିତ କରିଥାନ୍ତି: ସୋହେଲ

ଲାହୋର, ୬।୮: ଜାଭେଦ ମିଆଦାଦଙ୍କ ସହ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ତୁଳନା କରିଛନ୍ତି ପାକିସ୍ତାନ ପୂର୍ବତନ ଅଧିନାୟକ ଅମୀର ସୋହେଲ। କୋହଲିଙ୍କ ମଧ୍ୟରେ କିମ୍ବଦନ୍ତୀ...

ସୁଇମିଂ କୁଇନ୍‌ ଦାମିନୀ

ମାତ୍ର ୧୭ ବର୍ଷରେ ସାଉଥ୍‌ ଏସିଆନ ଗେମ୍ସରେ ୪ ଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା କର୍ନାଟକର ଦାମିନୀ ଗୌଡ଼ା ଏବେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ...

ଓସିଏର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ: ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଖର୍ଚ୍ଚ ହେବ ୬ କୋଟି ୪୨ ଲକ୍ଷ

କଟକ ଅଫିସ,୨୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଓସିଏ ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓସିଏ ସଭାପତି ପଙ୍କଜ...

Advertisement
Archives

Model This Week