ନିରାଡମ୍ବରରେ ପାଳିତ ହେଲା ବିଜୁ ଶ୍ରାଦ୍ଧବାର୍ଷିକୀ

ଭଦ୍ରକ ଅଫିସ,୧୭।୪: ନିରାଡ଼ମ୍ବର ଭାବେ ଶୁକ୍ରବାର ଭଦ୍ରକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ବାସଭବନ ପରିସରରେ ସାମାଜିକ ଦୂରତ୍ୱ ରଖାଯାଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରାଯାଇଥିଲା। ଏହି ସମୟରେ ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ସମେତ ଅଶୋକ କୁମାର ବଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସ କଲା ଟୁଇଟ୍‌

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ କଟକଣା ଉଲ୍ଲଂଘନ କରି ଡିସ୍‌ ସଫେଇ ବାହାନାରେ ଅନୁଗୋଳ କଳାକେନ୍ଦ୍ରରେ ବୁଧବାର ପୌରପାଳିକାର କେତେଜଣ କର୍ମଚାରୀ ଭୋଜିର ଆୟୋଜନ...

ସହଯୋଗର ହାତ ବଢ଼ାଇଲେ ଶିଳ୍ପପତି, ଖବରକାଗଜ ବିତରକଙ୍କୁ ମିଳିଲା ଚାଉଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ କଟକଣା ଯୋଗୁ ଖବରକାଗଜ ବିତରକଙ୍କ ରୋଜଗାର ବନ୍ଦ ହୋଇଯାଇଛି । ଫଳରେ ସେମାନଙ୍କୁ କିଛି ସହାୟତା ପ୍ରଦାନ ଦାବିରେ କିଛିଦିନ ତଳେ...

ଦରମା ମିଳିବାରେ ବିଳମ୍ବ : ଶିକ୍ଷକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ବିଭିନ୍ନ ବର୍ଗର ୧ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ଦରମା ମିଳୁ ନ ଥିବା ନେଇ ଅସନ୍ତୋଷ...

ଚଢ଼ା ଦରରେ ବିଦେଶୀ ମଦ ବିକ୍ରି ଅଭିଯୋଗ

ରାୟଗଡ଼(ଗଜପତି),୯।୫: ରାୟଗଡ଼ ବ୍ଲକ ସଦର ମହକୁମାଠାରେ ହୋଇଥିବା ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ଚଢ଼ା ଦରରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଏଥିସହ ଖୁଲମଖୁଲା ବେଆଇନ...

ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ: ୧୦ ବର୍ଷ ପରେ ବି ହୋଇପାରୁନି ପଞ୍ଜୀକରଣ

ବ୍ରହ୍ମପୁର ଅଫିସ,୧ା୫-ନିର୍ମାଣ ଶ୍ରମିକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା ତଥା ଆର୍ଥତ୍କ, ସାମାଜିକ ସ୍ଥିତିରେ ଉନ୍ନତି ଆଣିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ...

ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା

ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା...

ଭତ୍ତା ବୃଦ୍ଧି ନେଇ ବ୍ଲକ ଘେରାଉ

ଲାଞ୍ଜିଗଡ,୧୯।।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବିଭିନ୍ନ ପଞ୍ଚାୟତର ବୁଢ଼ାବୁଢ଼ୀ ଭିନ୍ନକ୍ଷମ ସଙ୍ଗଠନ ପକ୍ଷରୁ ଭତ୍ତା ବୃଦ୍ଧି ନେଇ ବ୍ଲକ ଅଫିସ ଘେରାଉ...

ଷ୍ଟେଟ୍‌ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ

ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ନିଆଁ...

Advertisement
Archives

Model This Week