ନିରାଡମ୍ବରରେ ହେଲା ଦେବଦମ୍ପତିଙ୍କ ବିବାହ

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- କରୋନା କଟକଣା ଯୋଗୁ ଧରାକୋଟଗଡ଼ର ପ୍ରମୁଖ ଯାତ୍ରା ଶୀତଳଷଷ୍ଠୀ ଚଳିତ ବର୍ଷ ନିରାଡମ୍ବରରେ ଶେଷ ହୋଇଛି। ଦୀର୍ଘବର୍ଷ ହେଲା ଏହିଦିନ ବାବା ଚନ୍ଦ୍ରଶେଖରଙ୍କ ସହ ମା’ ପାବର୍ତୀଙ୍କ ବିବାହ ବେଶ୍‌ ଜାକଜମକରେ ହୋଇଆସୁଥିଲା। ମାତ୍ର ବୁଧବାର ରାତିରେ ନିରାଡ଼ମ୍ବର ଭାବେ ସାମାଜିକ ଦୂରତା ରଖି ସୀମିତ ସଂଖ୍ୟକ ବରଯାତ୍ରୀ ସହ ଯାଇ ପ୍ରଭୂ ନିଜର ବାହାଘର କାର୍ଯ୍ୟ ସାରିଛନ୍ତି। ଗୁରୁବାର ରାତିରେ ଦେବଦମ୍ପତିଙ୍କ ନଗର ପରିକ୍ରମା ବେଶ୍‌ ଚିତ୍ତାକର୍ଷକ ହୋଇଥାନ୍ତା। କିନ୍ତୁ ପ୍ରଶାସନର ଅନୁମତି ମିଳିନଥିବାରୁ ସୀମିତ ସଂଖ୍ୟକ ଭକ୍ତ ପରମ୍ପରା ଅନୁଯାୟୀ ମହାଲିଙ୍ଗେଶ୍ୱର, ସ୍ବପ୍ନେଶ୍ୱର, ବିଶେଶ୍ୱରଙ୍କ ସହ ପ୍ରଭୁ ଚନ୍ଦ୍ରଶେଖର ଓ ମା’ ପାର୍ବତୀ ଜଗନ୍ନାଥ ମନ୍ଦିରରେ ଅବସ୍ଥାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଲିଗଲା ଆତଙ୍କ

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?