Posted inଜାତୀୟ

ନିରାଡମ୍ବର ଭାବେ ବିବାହ କଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ଥିରୁଭାନନ୍ତପୁରମ,୧୫।୬: କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଝିଅ ବିଣାଙ୍କର ବିବାହ ହୋଇଛି। ସୋମବାର ସକାଳେ ମାକର୍ସବାଦୀ କମ୍ୟୁନିଷ୍ଟ ପାର୍ଟି ଯୁବଦଳର ନେତା ମହମ୍ମଦ ରିୟାସଙ୍କ ସହ ସୋମବାର ସକାଳେ ଏହି ବିବାହ ସମ୍ପନ୍ନ କରାଯାଇଛି। ତେବେ ବିବାହ ସମୟରେ କୋଭିଡ-୧୯ ନିୟମକୁ ସମ୍ପୂର୍ଣ୍ଣ ଭାବେ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସସ୍ଥଳରେ ଆୟୋଜିତ ଏହି ବିବାହ ଉତ୍ସବରେ କେବଳ ୫୦ ଜଣ ପ୍ରିୟ ପରିଜନ ଉପସ୍ଥିତ ରହି ବିବାହ କାର୍ଯ୍ୟ ସମ୍ପନ୍ନ କରିଥିଲେ। ଏହି ବିବାହ ସମାରୋହରେ କେବଳ ଜଣେ ମନ୍ତ୍ରୀ ଯୋଗ ଦେଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓମିକ୍ରନକୁ ନେଇ ଆକ୍ସନରେ ଶିବରାଜ, ଜାରି କଲେ ନୂଆ ଗାଇଡ ଲାଇନ

ଭୋପାଳ,୨୯ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟର ଆସିବା ପରେ ଏହାକୁ ନେଇ ମଧ୍ୟପ୍ରଦେଶର ଶିବରାଜ ସିଂ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଏହାକୁ...

୬୫ ବର୍ଷରେ ଦ୍ୱିତୀୟ ବିବାହ କରିବେ ଦେଶର ପ୍ରଖ୍ୟାତ ଓକିଲ

ପୂର୍ବତନ ସଲିସିଟର ଜେନେରାଲ ତଥା ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ ଆସନ୍ତା ସପ୍ତାହରେ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସାଲଭେଙ୍କୁ ଏବେ...

ଶ୍ରଦ୍ଧା ହତ୍ୟା ମାମଲା: ଆଉ ୧୪ ଦିନିଆ ନ୍ୟାୟିକ ହେପାଜତରେ ଅଫତାବ

ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଅଫତାବଙ୍କ ନ୍ୟାୟିକ ହେପାଜତକୁ ପୁଣି ବଢାଇଦିଆଯାଇଛି। ଦିଲ୍ଲୀର ସାକେତ କୋର୍ଟ ଅଫତାବଙ୍କ ନ୍ୟାୟିକ ହେପାଜତକୁ...

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅନେକ ହେବିଓ୍ବେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ

ପାଟନା,୩।୧୧: ବିହାରରେ ମଙ୍ଗଳବାର ସକାଳୁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ୨ୟ ପର୍ଯ୍ୟାୟରେ ବିହାରବାସୀଙ୍କୁ...

ଯଶଓ୍ବନ୍ତଙ୍କୁ ସମର୍ଥନ କରିବ ଆଇଏମ୍‌ଆଇଏମ୍‌-ଟିଆରଏସ୍‌

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ସମର୍ଥନ କରିବ ଆଇଏମ୍‌ଆଇଏମ୍‌। ଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଟୁଇଟ କରି କହିଛନ୍ତି ଯେ, ରାଷ୍ଟ୍ରପତି...

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମ ଲେଖାଇବେ ରାଜୌରିର ପ୍ରଥମ ଛାତ୍ରୀ

ରାଜୌରି,୨୬।୮: ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଇରମିମ ଶମିମ ନାମକ ଜଣେ ଛାତ୍ରୀ ପ୍ରଥମ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଏମ୍‌ବିବିଏସ୍‌...

ସାଧାରଣତନ୍ତ୍ର ଦିବସରେ ଭାରତକୁ ଶୁଭେଚ୍ଛା ଜଣାଇଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ/ନୂଆଦିଲ୍ଲୀ,୨୬।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସରେ ଭାରତକୁ ଅନେକ...

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା...

Advertisement
Archives

Model This Week