ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା

ନୂଆଦିଲ୍ଲୀ: ବଓ୍ବୋଚ୍‌ ଆଇକନ୍‌ ତଥା ବିଗ୍‌ବସ୍‌ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍‌ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ସମସ୍ତ ସରକାରୀ ବୈଠକ ଓ କାର୍ଯ୍ୟକ୍ରମରେ ନିରାମିଷ ଖାଦ୍ୟ ପରିବେଷଣ ପାଇଁ ସେ ପିପୁଲ୍‌ ଫର୍‌ ଏଥିକାଲ୍‌ ଟ୍ରିଟ୍‌ମେଣ୍ଟ ଅଫ୍‌ ଆନିମଲ୍ସ (ପେଟା) ତରଫରୁ ଅନୁରୋଧ କରିଛନ୍ତି। ଭାରତର ଜଳବାୟୁ ପରିବର୍ତ୍ତନ ନିରୋଧୀ ଲଢ଼େଇ ପାଇଁ ସୁସ୍ବାଦୁ ବ୍ୟଞ୍ଜନ (ସମ୍ପୂର୍ଣ୍ଣ ଶାକାହାରୀ) ବିଶେଷ ସହାୟକ ହେବ ବୋଲି ସେ ଏଥିରେ ଉଲ୍ଲେଖ କରିଛନ୍ତି। ମାଂସ, ଅଣ୍ଡା ଆଦି ପାଇଁ ପ୍ରାଣୀ ହତ୍ୟା ଏକ-ପଞ୍ଚମାଂଶ ମାନବକୃତ ସବୁଜଗୃହ ଉତ୍ସର୍ଜନ କରାଇଥାଏ। ତେଣୁ ନ୍ୟୁଜିଲାଣ୍ଡ, ଚାଇନା ଓ ଜର୍ମାନୀ ଭଳି ଭାରତରେ ମଧ୍ୟ ଶାକାହାରୀ ଖାଦ୍ୟ ଉତ୍ପାଦନ ବୃଦ୍ଧି କରିବା ପାଇଁ ୫୨ ବର୍ଷୀୟା ଅଭିନେତ୍ରୀ ତଥା ପେଟା ଡାଇରେକ୍ଟର ପାମେଲା ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ନୂଆ ଷ୍ଟ୍ରେନ୍‌: ଅଧିକ ମାରାତ୍ମକ ହେବା ଆଶଙ୍କା

ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍‌...

ଏମିତି ଆଇସ୍‌କ୍ରିମ୍‌, ଯାହା ତରଳି ନ ଥାଏ; ଦାମ୍‌ ଜାଣିଲେ…

ପିଲାଙ୍କଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରାୟ ଆଇସ୍‌କ୍ରିମ୍‌ ଖାଇବାକୁ ଭଲ ପାଆନ୍ତି। ସାଧାରଣତଃ ଆଇସ୍‌କ୍ରିମ୍‌ ଖାଇବା ବିଳମ୍ବ ହେଲେ ତାହା ତରଳି ଯାଇଥାଏ ବୋଲି ଆମେ...

ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ବି ରୋମାଞ୍ଚକର

ନୂଆଦିଲ୍ଲୀ,୧୨।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେବାପରେ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଜାରି ରହିଛି। ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ବେଶ୍‌ ରୋମାଞ୍ଚକର।...

ମାସକର ନାତୁଣୀକୁ ୧ଲକ୍ଷ ଟଙ୍କାରେ ବିକ୍ରି କଲେ ଆଇ

ହାଇଦ୍ରାବାଦ,୨୯।୮: ଘରେ ସନ୍ତାନ ଜନ୍ମ ନେଲେ ପରିବାରର ଖୁସି କହିଲେ ନ ସରେ। ସମସ୍ତେ ଶିଶୁଟିର ଲାଳନ ପାଳନରେ ଲାଗିପଡ଼ିଥାନ୍ତି। କିନ୍ତୁ କେତେକ ଲୋକ ଅଛନ୍ତି...

ବାର୍ଷିକ ୪୨ ଲକ୍ଷ ଟଙ୍କା ଦରମାରେ ଘରେ ରହି କାମ କରିବାର ସୁଯୋଗ ପାଇଲେ ଏହି ଯୁବତୀ

ସିମଲା, ୨୦।୮: ହିମାଚଳ ପ୍ରଦେଶର ଜଣେ ଯୁବତୀ ଆମେରିକୀୟ ସଫ୍ଟଓ୍ବେରା କମ୍ପାନୀ ଏଡୋବରେ ଚାକିରି ପାଇଛନ୍ତି। କମ୍ପାନୀ ପକ୍ଷରୁ ତାଙ୍କୁ ବାର୍ଷିକ ସାଢ଼େ ୪୨ ଲକ୍ଷ...

ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଅଟଳ ବିହାରୀ ବାଜପେୟୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା...

ଏନ୍‌କାଉଣ୍ଟରରେ ୬ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ କିଲିଂ ବିରୋଧରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ ଅଲଆଉଟ୍‌ରେ ବଡ଼ ସଫଳତା ମିଳିଛି। ରାଜୌରୀର ଜଙ୍ଗଲରେ ସର୍ଚ୍ଚ...

ଗୋଏୟାର ବିମାନରେ ପାରା: ୩୦ ମିନିଟ୍‌ ବିଳମ୍ବରେ ଉଡ଼ାଣ ଆରମ୍ଭ

ନୂଆଦିଲ୍ଲୀ,୨୯।୨: ଗୋଏୟାର ବିମାନରେ ଏକ ପାରା ପଶିଯିବାରୁ ଉଡ଼ାଣରେ ୩୦ ମିନିଟ୍‌ ବିଳମ୍ବ ଘଟିଛି। ଅହମଦାବାଦରୁ ଜୟପୁର ଉଡ଼ାଣ କରୁଥିବା ଗୋଏୟାରର ଜି-୮୭୦୨ ବିମାନ ଭିତରେ...

Advertisement
Archives

Model This Week