ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ

ଛତ୍ରପୁର,୨୫ା୩(ଡି.ଏନ୍‌.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲାଯିବ ବୋଲି ନିର୍ଦ୍ଦେଶ ହୋଇଛି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସହରାଞ୍ଚଳରେ ନିରାଶ୍ରୟମାନଙ୍କ ନିମନ୍ତେ ଆହାର ଗାଡ଼ି ବୁଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଗାଡ଼ି ଦ୍ୱାରା ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ ଯୋଗାଇ ଦିଆଯିବ। ଆହାର ଗାଡ଼ି ସମସ୍ତ ବସ୍ତି ବୁଲିବ ବୋଲି ସୂଚନା ଦିଆଯାଇଛି। ରୋଷେଇ ଓ ଖାଦ୍ୟ ପୁଡ଼ିଆ ବଣ୍ଟନ ବେଳେ ସତର୍କତା ଅବଲମ୍ବନ କରାଯିବ। ବୁଧବାର ଏକ ଜରୁରୀ ବୈଠକରେ ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ...

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ...

NEET ଟପ୍ପର ସୋଏବ୍‌ଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନ୍‌ଇଇଟି(NEET) ଟପ୍ପର ସୋଏବ ଅଫତାବଙ୍କ ସହ ଫୋନରେ ରବିବାର କଥା ହୋଇଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ଶୁଭେଚ୍ଛା...

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର...

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ...

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ...

ଝାରପଡ଼ା ଜେଲରେ କଏଦୀ ମୃତ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮...

୩୧ରେ +୨ ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର...

Advertisement


Archives

Model This Week