ନିରୀକ୍ଷଣରେ ୨୮ ସନ୍ଦିଗ୍ଧ

କେନ୍ଦୁଝର, ୨୩।୩(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବିଦେଶ ଫେରନ୍ତା ୩୪ଜଣଙ୍କ ସମେତ ରାଜ୍ୟ ବାହାରୁ ଆସିଥିବା ମୋଟ ୭୯୯ ଜଣଙ୍କ ନାମ ସ୍ବାସ୍ଥ୍ୟ ବିଭାଗରେ ପଞ୍ଜୀକରଣ କରାଯାଇଛି। ଏମାନଙ୍କ ମଧ୍ୟରୁ ୩୪ଜଣଙ୍କୁ କରୋନା ସନ୍ଦିଗ୍ଧ ଭାବେ ଚିହ୍ନଟ କରାଯାଇ ନିରୀକ୍ଷଣରେ ରଖାଯାଇଛି। ଏହାମଧ୍ୟରେ ୬ଜଣଙ୍କୁ ଚିକିତ୍ସା ପରେ ଛାଡ଼ିଦିଆଯାଇଥିବା ପ୍ରଶାସନ ପକ୍ଷରୁ ପ୍ରେସ ବିବୃତ୍ତିରେ ଦର୍ଶାଯାଇଛି। ଅନ୍ୟ ସନ୍ଦିଗ୍ଧମାନଙ୍କୁ ଆଇସୋଲେଶନ ବ୍ୟବସ୍ଥାରେ ରଖାଯାଇ ଚିକିତ୍ସା କରାଯାଉଛି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ ମଧ୍ୟ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅସୁରକ୍ଷିତ: ଛାତରୁ ଖସୁଛି ପ୍ଲାଷ୍ଟର, ଝରୁଛି ବର୍ଷା ପାଣି

କଣିହାଁ,୨୦।୯(ଡି.ଏନ.ଏ.)-ଛାତରୁ ପ୍ଲାଷ୍ଟର ଖସୁଛି। ଅନେକ ସ୍ଥାନରେ ଲୁହା ରଡ ଦେଖାଯାଉଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳୁଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହି...

ମାଟିରେ ମିଶିବାକୁ ଯାଉଛି ବ୍ରିଟିଶ ଅମଳର ଐତିହାସିକ ପାରାଗୁଡି!

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଅନେକ ଐତିହାସିକ ସ୍ଥାନ ମଧ୍ୟରୁ ପାରାଗୁଡ଼ି ଅନ୍ୟତମ l ଏହା ଜୟଶ୍ରୀ ଛକଠାରୁ ଅନୀତି ଦୂର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ...

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ...

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି।...

ଖାଇବା ଭଲ ହୋଇ ନ ଥିବା କହି ଗାଳିଗୁଲଜ ସହ ମାରପିଟ: ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅଧୀନ ଆପନମାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ ଛୁରାମାଡ଼ରେ ସ୍ବାମୀଙ୍କ ମୃତ୍ୟୁ...

ନନ୍ଦନକାନନରେ ଆନାକୋଣ୍ଡା ମୃତ

ବାରଙ୍ଗ,୨୯ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଗତ ଏକମାସ ହେବ...

କଣ୍ଠଶିଳ୍ପୀଙ୍କ ଦ୍ୱାରା ମାସ୍କ, ରାଶନ ସାମଗ୍ରୀ ବଣ୍ଟନ

ଯୋଡ଼ା, ୨୬ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୫ ନଂ.ଓ୍ବାର୍ଡ ଆଜାଦବସ୍ତି କ୍ଲବ ଗୃହଠାରେ ଯୋଡାର ଜଣେ କଣ୍ଠଶିଳ୍ପୀ ଶୁଭଶ୍ରୀ ଜେନାଙ୍କ ପକ୍ଷରୁ ଗରିବ ଅସହାୟ...

ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ

କୁଜଙ୍ଗ, ୭।୩ (ଡି.ଏନ୍‌.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ...

Advertisement
Archives

Model This Week