ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି ବୟାନକୁ ନେଇ ନୁହଁ ବରଂ ଏକ ଫେକ ଫଟୋକୁ ନିଜ ସୋସିଆଲ ଆକାଣ୍ଟରେ ଶେୟାର କରି। ଫଳରେ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ନିକଟରେ ରାମଗୋପାଳ ନିଜ ଇଂଷ୍ଟାଗ୍ରାମରେ ଚନ୍ଦ୍ରବାବୁ ନାଇଡୁଙ୍କ ଏକ ଫଟୋ ସେୟାର କରିଥିଲେ। ଯେଉଁଥିରେ ସେ ଓ୍ବାଇଏସ୍‌ଆର କଂଗ୍ରେସ ଦଳରେ ସାମିଲ ହେଉଥିବା ନେଇ ଦେଖିବାକୁ ମିଳିଥିଲା। ଏହାକୁ ନେଇ ଉତ୍ତ୍ୟକ୍ତ ଦେବୀବାବୁ ଚୌଧୁରୀ ତାଡେପଲ୍ଲୀ ଗୁଡେମ ପୋଲିସ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ କରିବା ସହ ମାମଲା ରୁଜୁ କରିଛନ୍ତି। ଏହି ଫଟୋ ଆନ୍ଧ୍ର ପ୍ରଦେଶର ମାହୋଲରେ ପ୍ରଭାବ ପକାଇବ। ଚନ୍ଦ୍ରବାବୁଙ୍କୁ ରାମଗୋପାଲ କ୍ଷମା ମାଗନ୍ତୁ ବୋଲି ଦେବୀବାବୁ କହିଛନ୍ତି। ଅପରପକ୍ଷରେ ପୋଲିସ ମାମଲା ରୁଜୁ କରି ଏହି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

ଅଭିଷେକଙ୍କୁ ବଡ଼ ଆଶ୍ୱସ୍ତି, ହେଲେ କରିପାରିବେନି ବିଦେଶ ଯାତ୍ରା

କୋଲକାତା,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ତୃଣମୂଳ କଂଗ୍ରେସ ନେତା ଏବଂ ଏମପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri