Posted inଜାତୀୟ

ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତକୁ ମିଳିଯିବ ଫାଇଟର ଜେଟ୍ ରାଫାଲ: ଫ୍ରାନ୍ସ ରାଷ୍ଟ୍ରଦୂତ

ହାଇଦ୍ରାବାଦ,୯ ।୧୦: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଶୁକ୍ରବାର କହିଛନ୍ତି କୋଭିଡ-୧୯ ଯୋଗୁ ଉପୁଜିଥିବା ବାଧା ପରେ ବି ଏରୋସ୍ପେଶର ବଡ କମ୍ପାନୀ ଦୈଶି ଆଭିଏଶନ ଭାରତକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ୩୬ଟି ରାଫାଲ ଜେଟ୍ ଉପଲବ୍ଧ କରାଇବ । ସେ ଇଣ୍ଡୋ-ଫ୍ରାନ୍ସିସି ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଆଇଏଫ୍‌ସିସିଆଇ) ପକ୍ଷରୁ ଆୟୋଜିତ ଇଣ୍ଡୋ-ଫ୍ରେଞ୍ଚ ଇନଭେଷ୍ଟମେଣ୍ଟ କନକ୍ଲେଭର ୪ର୍ଥ ସଂସ୍କରଣ ସମୟରେ କହିଛନ୍ତି । ଅନ୍ୟପଟେ ଭାରତ-ଫ୍ରାନ୍ସ ମଧ୍ୟରେ ବ୍ୟବସାୟ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଭାରତ-ଫାନ୍ସ ମଧ୍ୟରେ ବ୍ୟବସାୟ ମାତ୍ରାଧିକ ଭାବେ ଅଧିକ ନାହିଁ । କାରଣ ଫ୍ରାନ୍ସର ଅଧିକାଂଶ କମ୍ପାନୀ ଭାରତରୁ ରପ୍ତାନି କରିବା ପରିବର୍ତ୍ତେ ଭାରତରେ ବିନିଯୋଗ କରୁଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ୟୁରୋପୀୟ ଦେଶ ଗୁଡିକର ସଂସ୍ଥାମାନେ ଭାରତରେ ୧୦ ବିଲିୟନ ୟୁରୋରୁ ଅଧିକ ପୁଞ୍ଜି ବିନିଯୋଗ କରି ୨.୫୦ ଲକ୍ଷ ଭାରତୀୟଙ୍କୁ ନିଯୁକ୍ତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ...

କାଗଜବିହୀନ ହେବ ଲୋକ ସଭା

ନୂଆଦିଲ୍ଲୀ,୧ା୮(ପି.ଟି.): ଆଗାମୀ ଅଧିବେଶନରୁ ଲୋକ ସଭା କାଗଜବିହୀନ ହେବ ବୋଲି ବାଚସ୍ପତି ଓମ୍‌ ବିର୍ଲା ବୁଧବାର ଘୋଷଣା କରିଛନ୍ତି। ଏହାଦ୍ୱାରା ବହୁକୋଟି ଟଙ୍କାର ରାଜସ୍ବ ସଞ୍ଚୟ...

କରୋନା ମୁକାବିଲା: ସଫଳତାର ଶ୍ରେୟ ମୋଦିଙ୍କୁ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଭାରତ ପାଇଁ ଏହାର ମୁକାବିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ସ୍ମାର୍ଟ ଓ୍ବାଚ୍‌ ରଖିବ କର୍ମଚାରୀଙ୍କ କାମ ଉପରେ ନଜର

ନୋଏଡ଼ା,୩।୧୦: କର୍ମଚାରୀଙ୍କ କାମ ଉପରେ ନଜର ରଖିବା ପାଇଁ ନୋଏଡ଼ାରେ ଏବେ ସ୍ମାର୍ଟଓ୍ବାଚ୍‌ ଦିଆଯିବ। ଏହା କର୍ମଚାରୀଙ୍କ ସ୍ଥିତି ସମ୍ପର୍କରେ ଅଧିକାରୀଙ୍କୁ ସହଜରେ ସୂଚନା ଦେଇପାରିବ।...

ପୁଣିଥରେ ଜମ୍ମୁ-କଶ୍ମୀରରେ ବାଦଲ ଫଟା ବର୍ଷା, କାଦୁଅ ପାଣିରେ ବୋହିଗଲା ଅନେକ ଗାଡି

ନୂଆଦିଲ୍ଲୀ,୯ ।୭: ଜମ୍ମୁ-କଶ୍ମୀରର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ସନନ୍ଧ୍ୟାରେ ହୋଇଥିବା ବାଦଲ ଫଟା ବର୍ଷାରେ ଅତିକମରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି...

୬୦ ରକମ ସିଗାରେଟ୍‌ ସାଙ୍ଗକୁ ୪୦ ପ୍ରକାର ମଦ ଭୋଗ

ଉଜେନ୍ନ: ଭୈରବ ଅଷ୍ଟମୀ ଅବସରରେ ମଧ୍ୟପ୍ରଦେଶ ଉଜେନ୍ନର ଭୈରବନାଥ ଠାକୁରଙ୍କ ନିକଟରେ ୧,୩୫୧ ପ୍ରକାରର ଭୋଗ ଲଗାଯାଇଛି। ଠାକୁରଙ୍କ ଭୋଗରେ ସିଗାରେଟ ଓ ମଦକୁ ମଧ୍ୟ...

ପ୍ରଥମଥର ଗୋଟିଏ ବିମାନରେ ଇଂଲଣ୍ଡ ଯିବେ ମହିଳା, ପୁରୁଷ କ୍ରିକେଟ୍‌ ଦଳ

ନୂଆଦିଲ୍ଲୀ,୧୮।୫: ଭାରତୀୟ ପୁରୁଷ ଓ ମହିଳା କ୍ରିକେଟ ଦଳର ଖେଳାଳିମାନେ ପ୍ରଥମ ଥର ପାଇଁ ଗୋଟିଏ ଚାର୍ଟାର୍ଡ ବିମାନରେ ଇଂଲଣ୍ଡ ଯିବେ। ଜୁନ ୨ରେ ଉଭୟ...

ରାକ୍ଷୀଙ୍କ ସ୍ବାମୀଙ୍କ ନାଁରେ ବଳାତ୍କାର ଅଭିଯୋଗ

ମହୀଶୂର, ୧୪।୨: ବଲିଉଡ୍‌ ଆଇଟମ୍‌ ଗର୍ଲ ରାଷୀ ସାଓ୍ବନ୍ତଙ୍କ ସ୍ବାମୀ ଆଦିଲଙ୍କ ନାଁରେ ଜଣେ ଇରାନୀୟ ଛାତ୍ରୀ ମହୀଶୂର ଥାନାରେ ବଳାତ୍କାର ଅଭିଯୋଗ ଆଣିବା ପରେ...

Advertisement
Archives

Model This Week