Posted inଜାତୀୟ

ନିର୍ବାଚନରେ ଫାଇଦା ପାଇଁ ବିରୋଧୀ ଉସୁକାଉଛନ୍ତି ହିଂସା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ରାଜଧାନୀରେ ନିଆଁ ଜଳୁଛି। ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରି ଜାତୀୟ ସମ୍ପତ୍ତି ନଷ୍ଟ କରୁଥିବା ଦେଖିବାକୁ ମିଳିଛି। ବୁଧବାର ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀ ହିଂସାକୁ ନେଇ କେଜରିଓ୍ବାଲ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଆଗକୁ ଦିଲ୍ଲୀ ନିର୍ବାଚନ ଥିବା ବେଳେ ବିରୋଧୀ ଏହାର ଫାଇଦା ନେବା ପାଇଁ ପ୍ରଦର୍ଶନକାରୀଙ୍କ ମଧ୍ୟରେ ହିଂସା ଉସୁକାଉଛନ୍ତି। ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି)କୁ ବହୁମତ ମିଳିବା ନେଇ ଜାଣିବା ପରେ ବିରୋଧୀ ସହରରେ ଅଶାନ୍ତି ସୃଷ୍ଟି କରିବାକୁ ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି। ସହରରେ ଶାନ୍ତିରେ ବି ବିରୋଧ ପ୍ରଦର୍ଶନ କରାଯାଇପାରିବ କିନ୍ତୁ ହିଂସା ଜରିଆରେ ନୁହେଁ ବୋଲି କେଜରିଓ୍ବାଲ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ

ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ...

ନୀତୀଶଙ୍କୁ ଝଟ୍‌କା: ଦାମନ-ଡିୟୁର ସମସ୍ତ ଜେଡିୟୁ ସଦସ୍ୟ ଭାଜପାରେ ସାମିଲ, ୧୫ ପଞ୍ଚାୟତ ସଦସ୍ୟ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୩ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଅଲଗା ହେବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନତା ଦୟ ୟୁନାଇଟେଡ(ଜେଡିୟୁ)କୁ ଗୋଟିଏ ପରେ ଗୋଟିଏ ଝଟ୍‌କା...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ଲୋକ ସଭା ଉପ-ନିର୍ବାଚନ, ଆଜମ୍‌ଗଡ଼ରୁ ଲଢ଼ିପାରନ୍ତି ଡିମ୍ପଲ !…

ଲକ୍ଷ୍ନୌ, ୩୧।୫ : ଲୋକ ସଭା ଉପ-ନିର୍ବାଚନରେ ସମାଜବାଦୀ ପାର୍ଟିରୁ ଆଜମଗଡ ଆସନରୁ ଡିମ୍ପଲ ଯାଦବ ପ୍ରାର୍ଥୀ ହେବେ। ସୂତ୍ରରୁ ପ୍ରକାଶ ଯେ ଦଳର କାର୍ଯ୍ୟନିର୍ବାହୀ...

ମୋ ମୁଣ୍ଡ କାଟିଦିଅ ପଛେ, ମୁଁ କେନ୍ଦ୍ର ସରକାରଙ୍କ ସହ ସମାନ ଡିଏ ଦେଇପାରିବି ନାହିଁ: ମମତା

କୋଲ୍‌କାତା,୭।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଦୃଢ଼ ଜବାବ ଦେଇଛନ୍ତି। ମହଙ୍ଗା ଭତ୍ତା ବୃଦ୍ଧି ଦାବିରେ ଜିଦ୍‌ ଧରିଥିବା କର୍ମଚାରୀଙ୍କୁ ମମତା...

ଓମିକ୍ରନ୍ ଯୋଗୁଁ ଫେବୃୟାରୀରେ ଆସିବ କରୋନାର ତୃତୀୟ ଲହର: ଆଇଆଇଟି ବମ୍ବେ

ମୁମ୍ବାଇ,୭ ।୧୨: କରୋନା ମହାମାରୀର ତାଣ୍ଡବ ଧୀରେ ଧୀରେ କମି ଆସୁଥିବା ବେଳେ ପୁଣିଥରେ ଚିନ୍ତାରେ ପକାଇଛି ଓମିକ୍ରନ୍ ଭାରିଏଣ୍ଟ । ଏହାଯୋଗୁ ଦେଶରେ ବିପଦ...

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ...

ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି।...

Advertisement
Archives

Model This Week