Posted inଜାତୀୟ

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାଜପା ଛାଡ଼ିଲେ ପୁରୁଖା ନେତା ଜିତେନ୍ଦ୍ର ରେଡ୍ଡୀ

ହାଇଦ୍ରାବାଦ,୧୬।୩: ବହୁ ପ୍ରତୀକ୍ଷିତ ଲୋକ ସଭା ଭୋଟ ସହ ୪ ବିଧାନସଭା ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯିବ। ହେଲେ ଏହା ପୂର୍ବରୁ ଭାଜପାକୁ ଏକ ବଡ଼ ଝଟକା ଲାଗିଛି। ଦଳର ପୂର୍ବତନ ଏମ୍‌ପି ଜିତେନ୍ଦ୍ର ରେଡ୍ଡୀ ଏବଂ ତାଙ୍କ ପୁଅ ଭାଜପାରୁ ଇସ୍ତଫା ଦେବା ପରେ କଂଗ୍ରେସରେ ସାମିଲ ହୋଇଛନ୍ତି। ବାପ-ପୁଅ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବଂ ଏଆଇସିସି ରାଜ୍ୟ ପ୍ରଭାରୀ ଦୀପାଦାସ ମୁନ୍‌ସୀଙ୍କ ଉପସ୍ଥିତିରେ କଂଗ୍ରେସ ପାର୍ଟିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି।

ତେଲଙ୍ଗାନା ବିଧାନସଭା ନିର୍ବାଚନରେ ବିଆରଏସ୍‌ ଏବଂ ଭାଜପାକୁ ପଛରେ ପକାଇ କଂଗ୍ରେସ ବହୁମତ ହାସଲ କରି ସରକାର ଗଠନ କରିଥିଲା। ଏବେ ଲୋକ ସଭା ନିର୍ବାଚନରେ ମଧ୍ୟ ତେଲଙ୍ଗାନାରେ ଅଧିକ ସିଟ୍‌ ହାସଲ କରିବାକୁ କଂଗ୍ରେସ ଅଣ୍ଟା ଭିଡିଛି। ଏଭଳି ସ୍ଥିତିରେ ଭାଜପା ମଧ୍ୟ ନିର୍ବାଚନୀ ଲଢ଼େଇ ଆରମ୍ଭ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri