Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଏଲଜେପିରେ ଯୋଗଦେଲେ ଉଷା ବିଦ୍ୟାର୍ଥୀ

ନୂଆଦିଲ୍ଲୀ, ୭।୧୦: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିିଳିବାରେ ଲାଗିଛି। ଗତ ଦୁଇ ଦିନ ମଧ୍ୟରେ ଦଳର ୨ ବରିଷ୍ଠ ନେତା ଏଲ୍‌ଜେପିରେ ଯୋଗ ଦେଇଛନ୍ତି। ମଙ୍ଗଳବାର ଷ୍ଟାଲଓ୍ବାର୍ଟ ରାଜେନ୍ଦ୍ର ସିଂ ଏଲ୍‌ଜେପିରେ ଯୋଗଦେଇଥିଲେ। ବୁଧବାର ଭାଜପାର ବରିଷ୍ଠ ସଦସ୍ୟ ଉଷା ବିଦ୍ୟାର୍ଥୀ ନୂଆଦିଲ୍ଲୀଠାରେ ଏଲ୍‌ଜେପି ଅଧ୍ୟକ୍ଷ ଚିରାଗ ପାସଓ୍ବାନଙ୍କ ଉପସ୍ଥିିତିରେ ଦଳରେ ଯୋଗଦେଇଛନ୍ତି। ଏହାଦ୍ୱାରା ନିର୍ବାଚନରେ ଭାଜପା ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କ ରହିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦେଢ ଲକ୍ଷ: ଉତ୍ତର ପ୍ରଦେଶ ସବୁଠାରୁ ଆଗରେ

ନୂଆଦିଲ୍ଲୀ,୧୮।୫: ଗତବର୍ଷ ଅର୍ଥାତ୍‌ ୨୦୧୮ରେ ଭାରତରେ ସଡ଼କ ଦୁର୍ଘଟଣାରେ ପାଖାପାଖି ଦେଢ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯାହା ଟିବିରେ ହୋଇଥିବା ମୃତ୍ୟୁ ସଂଖ୍ୟାଠାରୁ...

ଭାରତ ମହାସାଗର ଅଞ୍ଚଳରେ ମୋଦିଙ୍କ ଶାନ୍ତି ପ୍ରୟାସ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୯।୬: ଭାରତ ମହାସାଗର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ନୂଟନୀତି। ମୋଦି ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହିତ ସମ୍ପର୍କ ବଢ଼ାଇବାର ଯୋଜନା କରିଛନ୍ତି।...

ଦେଶଭକ୍ତି ଏବଂ ନୈତିକ ମୂଲ୍ୟବୋଧ ଫିଲ୍ମକୁ ପୁରସ୍କୃତ କରିବ ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍‌ଏସ୍‌ଏସ୍‌ ପକ୍ଷରୁ ପୁରସ୍କୃତ କରାଯିବ। ଆର୍‌ଏସ୍‌ଏସ୍‌ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ...

ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ବଦଳିଲା ନାମ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନାମ ପରିବର୍ତ୍ତନକୁ ଶିକ୍ଷା ମନ୍ତ୍ରଣାଳୟ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ସୋମବାର ରାତିରେ ଜାରି...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ।...

ଖେଳନା ନୁହେଁ, ପରୀକ୍ଷା ପେ ଚର୍ଚ୍ଚା ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର: ରାହୁଲ

ନୂଆଦିଲ୍ଲୀ, ୩୦।୮(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି...

ଜାମିଆ ଆହତ ଛାତ୍ରଙ୍କୁ ଦିଆଯାଉ ୨କୋଟି ଟଙ୍କାର କ୍ଷତିପୂରଣ: କେନ୍ଦ୍ର, ଦିଲ୍ଲୀ ସରକାର, ପୋଲିସଙ୍କୁ ନୋଟିସ୍‌

ନୂଆଦିଲ୍ଲୀ,୧୭।୨: ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟର ଜଣେ ଆହତ ଛାତ୍ର କରିଥିବା ଆବେଦନର ଶୁଣାଣି ସୋମବାର ଦିଲ୍ଲୀ ହାଇକୋର୍ଟ କରିଛନ୍ତି। ଏହି ଶୁଣାଣିରେ କୋର୍ଟ କେନ୍ଦ୍ର...

ମହିଳାଙ୍କୁ ଗଣବଳାତ୍କାର ପରେ ଅଟୋରେ ଆଣି ଫିଙ୍ଗିଦେଲେ

ହାଇଦ୍ରାବାଦ,୨୫।୯ ତେଲଙ୍ଗାନା ସଙ୍ଗାରେଡ୍ଡୀ ଜିଲା ଅଧୀନ ଜାହିରାବାଦ ସହରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ସିକନ୍ଦରାବାଦର ୨୪ ବର୍ଷୀୟା ବିବାହିତା ମହିଳାଙ୍କୁ ଶୁକ୍ରବାର...

Advertisement
Archives

Model This Week