ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ ପ୍ରଚାର କରୁଥିଲେ। ପ୍ରଚାର ସମୟରେ ପ୍ରଥମେ ଜଣେ ଯୁବକ ତାଙ୍କୁ ହାତ ମିଳାଇଥିବା ବେଳେ ଅନ୍ୟ ହାତରେ ଲୁଚାଇ ଧରିଥିବା ଧାରୁଆ ଛୁରୀରେ ଆକ୍ରମଣ କରିଥିଲେ। ଓମ୍‌ ରାଜେଙ୍କ ହାତ ଓ ପେଟରେ ଆକ୍ରମଣ କରି ଅଭିଯୁକ୍ତ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଆହତ ଅବସ୍ଥାରେ ସେଠାରେ ଉପସ୍ଥିତ ଥିବା କର୍ମକର୍ତ୍ତାମାନେ ତାଙ୍କୁ ସଙ୍ଗେ ସଙ୍ଗେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଯୁବକଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି...

୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍‌ ଟିକା…

ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ...

୪୭ଜଣଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୬।୯(ପି.ଟି.): ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ସହ ଗଣିତ ଜ୍ଞାନକୁ ସହଜ ଓ ବୋଧଗମ୍ୟ ଉପାୟରେ ପିଲାମାନଙ୍କୁ ଜ୍ଞାନ ପ୍ରଦାନ କରିଥିବା ଦେଶର ବିଭିନ୍ନ ପ୍ରନ୍ତର...

ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ

ଲକ୍ଷ୍ନୌ,୨୬।୧୨: ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶର କୁଶୀନଗରଠାରେ ସ୍ଥାପିତ ହୋଇଛି। ଏହାକୁ ଅଖିଳ ଭାରତୀୟ କିନ୍ନର ଶିକ୍ଷା ସେବା ଟ୍ରଷ୍ଟ୍‌ ପକ୍ଷରୁ ସ୍ଥାପନା କରାଯାଇଛି।...

ଗୁଜରାଟରେ ତୃତୀୟ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୪।୧୨: ଜିମ୍ବାଓ୍ବେରୁ ଫେରିଥିବା ଜଣେ ବ୍ୟକ୍ତି କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ଥିବା ଗୁଜରାଟର ଜାମନଗରରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ତୃତୀୟଥର କରୋନା ଆକ୍ରାନ୍ତ ହେଲେ ବାବୁଲ ସୁପ୍ରିୟୋ

କୋଲକତା,୪।୧: ପୂର୍ବତନ ଭାଜପା ଏମ୍‌ପି ତଥା ଟିଏମସି ନେତା ବାବୁଲ ସୁପ୍ରିୟୋ ପୁଣି ଥରେ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟୁଇଟ କରି ଏହି ସୂଚନା...

ମହାରାଷ୍ଟ୍ର କ’ଣ ପାକିସ୍ତାନ, ଫଡନାଭିସଙ୍କୁ ଆଦିତ୍ୟଙ୍କ ପ୍ରଶ୍ନ…

ମୁମ୍ବାଇ, ୧୮।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଗୁଜୁରାଟ ପାକିସ୍ତାନ ନୁହେଁ ବୋଲି...

ଦେଶର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ ସୌରଭ କ୍ରିପାଲ…

ନୂଆଦିଲ୍ଲୀ,୧୬।୧୧: ବରିଷ୍ଠ ଆଇନଜୀବୀ ସୌରଭ କ୍ରିପାଲଙ୍କୁ ଦିଲ୍ଲୀ ହାଇକୋର୍ଟର ବିଚାରପତି କରିବାକୁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ବିଶେଷ କଥା ହେଉଛି ସେ ଭାରତର ପ୍ରଥମ...

Advertisement
Archives

Model This Week