Posted inଜାତୀୟ

ନିର୍ବାଚନ ସରୁ ସରୁ ରବର୍ଟଙ୍କ ବଢ଼ିଲା ସମସ୍ୟା: ଅନ୍ତରୀଣ ଜାମିନ ରଦ୍ଦ ପାଇଁ ହାଇକୋର୍ଟରେ ପହଞ୍ଚିଲା ଇଡି

ନୂଆଦିଲ୍ଲୀ,୨୪।୫: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଲୋକ ସଭା ନିର୍ବାନରେ କଂଗ୍ରେସକୁ ମିଳିଥିବା ଶୋଚନୀୟ ପରାଜୟ ପରେ ଗାନ୍ଧୀ ପରିବାରକୁ ଆଉ ଏକ ଝଟକା ଲାଗିଛି। ବହୁ ଚର୍ଚ୍ଚିତ ମନି ଲଣ୍ଡରିଙ୍ଗ ମାମଲାରେ ରର୍ବଟ ଭଦ୍ରାଙ୍କ ଅନ୍ତରୀଣ ଜାମିନ ରଦ୍ଦ କରିବା ପାଇଁ ଇଡି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ମନି ଲଣ୍ଡରିଙ୍ଗ ମାମଲାରେ ଏପ୍ରିଲ ୧ରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଭଦ୍ରାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ଅଦାଲତ ଭଦ୍ରାଙ୍କୁ ତାଙ୍କର ସମ୍ପର୍କୀୟ ମନୋଜ ଅରୋଡାଙ୍କ ୫ଲକ୍ଷ ଟଙ୍କିଆ ବେଲ ବଣ୍ଡ ଆଧାରରେ ଜାମିନ ଦେବାକୁ ଅନୁମତି ଦେବା ସହ ଦେଶ ଛାଡ଼ି ନ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ପ୍ରମାଣ ପତ୍ର ନଷ୍ଟ ନ କରିବା କିମ୍ବା ସାକ୍ଷୀଙ୍କୁ ପ୍ରଲୋଭନ ନ ଦେଖାଇବା ପାଇଁ ତାଙ୍କୁ ଚେତାବନୀ ଦେଇଥିଲେ କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri